ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ, ସାମିଲ୍ ହେଲେ ୩ ଟିମ୍
ରାଜନଗର: ବିଶ୍ବପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇବା ସହ ବସା କରି…