ଧର୍ମେନ୍ଦ୍ରଙ୍କ ନାଗଫାଶ ମନ୍ତବ୍ୟ ପରେ ପ୍ରତିକ୍ରିୟା ରଖିଲେ ବିଜେଡ଼ି ଓ କଂଗ୍ରେସ, ତଦନ୍ତ ରାଜନୈତିକ ଉଦ୍ଦେଶ୍ୟ…
ଭୁବନେଶ୍ବର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଗଫାଶ ମନ୍ତବ୍ୟ ପରେ ଏହି ପ୍ରସଙ୍ଗ ଉପରେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡ଼ି ଓ କଂଗ୍ରେସ ପକ୍ଷରୁ ପ୍ରତିକ୍ରିୟା ଦିଆଯାଇଛି । ବିଜେପିର ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂହ ଗଣମାଧ୍ୟମରେ ବୟାନ ଦେଇ…