ଦିଲ୍ଲୀରେ ଇଞ୍ଜିନିୟର ୰ ଅମୂଲ୍ୟ ପାତ୍ରଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ
ନୂଆଦିଲ୍ଲୀ : ତା ୧୨/୧୦/୨୦୨୨, ଦିଲ୍ଲୀଠାରେ ସ୍ୱର୍ଗତଃ ଇଞ୍ଜିନିୟର ଅମୂଲ୍ୟ ପାତ୍ରଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ ଏଠାକାର ତ୍ୟାଗରାଜ ନଗରସ୍ଥିତ ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ଏକ ଶୋକସଭାରେ ଜାତୀୟ ରାଜଧାନୀ କ୍ଷେତ୍ରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ…