*ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରି ଧରାପଡିଲେ ଚାରି ଜଣ ।
ଗଜପତି,୧୭.୮(ମନୋଜ ପାଢ଼ୀ) :-ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ପାରଳାଖେମୁଣ୍ଡି ସହରର ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ବିରୋଧରେ ଏକ ସ୍ୱତନ୍ତ୍ର ଯାଞ୍ଚ ଅଭିଯାନ ହୋଇଥିଲା।…