ଦ୍ୱିତୀୟ ଦିବସରେ ଅହୋରାତ୍ର ଧାରଣା: ଶିକ୍ଷକ କର୍ମଚାରୀମାନଙ୍କ ପ୍ରତିଶ୍ରୁତି ଦାବି କଲା ସମନ୍ୱୟ ସମିତି
ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତାର ୮ଟି ସାମିଲ ସଂଗଠନ ଯଥା- ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା), ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ (ଅଲୋଷ୍ଟା), ନିଖିଳ ଉତ୍କଳ ସଂସ୍କୃତ ମହାସଂଘ, ନିଖିଳ ଉତ୍କଳ ମାଦ୍ରାସା ଶିକ୍ଷକ ସଂଘ,…