ଓଡ଼ିଶାର ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ କୌଣସି ପ୍ରକାରର ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ…