ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ
ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଚୂଡ଼ାନ୍ତ ହୋଇଛି ଶୁଭ ଲଗ୍ନ। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପାଳିତ ହେବାକୁ ଥିବା ଏହି ପାରମ୍ପରିକ କୃଷିଭିତ୍ତିକ ପର୍ବ ଲାଗି ସମ୍ବଲପୁରରେ ଧାର୍ଯ୍ୟ ହୋଇଛି ନବାନ୍ନ ଲାଗିର ସମୟ। ମା’ ସମଲେଶ୍ୱରୀଙ୍କ ନିକଟରେ ନୂଆ ଧାନରୁ ପ୍ରସ୍ତୁତ…