ବନ୍ୟା ପରିସ୍ଥିତିକୁ ନେଇ SRC ଙ୍କ ବଡ଼ ସୂଚନା
ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ତଳିଆ ଅଞ୍ଚଳର ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଆଉ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସି କହିଛନ୍ତି । ବନ୍ୟା ସ୍ଥିତିକୁ ନେଇ ଏସଆରସି ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଯେ, ‘ପିକ୍ ମୁଣ୍ଡଳି…