ଗଜପତିରୁ ପଶ୍ଚିମବଙ୍ଗକୁ ଗଞ୍ଜେଇ ଚୋରାଚାଲାଣ ବେଳେ ସ୍ୱାମୀ ଓ ସ୍ତ୍ରୀଙ୍କ ସମେତ 3 ଗିରଫ ।
ଗଜପତି, 14/10 (ମନୋଜ କୁମାର ପାଢୀଙ୍କ ରିପୋର୍ଟ):ଗଜପତି ଜିଲ୍ଲାରୁ ସୁଦୂର ପଶ୍ଚିମବଙ୍ଗକୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଚୋରାଚାଲାଣ ବେଳେ ପୋଲିସ ଜବତ କରିଛି. ଏହି ଘଟଣାରେ ସମ୍ପୃକ୍ତ ସ୍ୱାମୀ -ସ୍ତ୍ରୀଙ୍କ ସହ ପଶ୍ଚିମବଙ୍ଗର ଜଣେ ମୋଟ 3 ଜଣ ଗିରଫ ହୋଇଥିବା ସୂଚନା ମିଳିଛି । ଗଜପତି ଏସପି…