ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

ରେଙ୍ଗାଳି: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢ଼ୁଛି ବ୍ରାହ୍ମଣୀ ନଦୀର ଜଳସ୍ତର। ରେଙ୍ଗାଳି ଜଳଭଣ୍ଡାରକୁ ଦ୍ରୁତ ଗତିରେ ବନ୍ୟାଜଳ ପ୍ରବେଶ କରୁଥିବାରୁ ଡ୍ୟାମ୍‌ର ଆଉ ଗୋଟିଏ ଗେଟ୍‌ ଖୋଲି ଦିଆଯାଇଛି। ଏବେ ରେଙ୍ଗାଳି ଡ୍ୟାମ୍‌ର ୩ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲିଥିବା ବେଳେ ତଳମୁଣ୍ଡରେ…

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଛତ୍ରପୁର: ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ଯୋଗ ଦେଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଛତ୍ରପୁର ପୋଲିସ ପଡିଆରେ ଆୟୋଜିତ ଏହି ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଆଜି ସକାଳେ ମନ୍ତ୍ରୀ ପୋଲିସ ପଡିଆରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ତରଫରୁ ସ୍ବାଗତ କରାଯାଇଥିଲା।…

ଟିଏମସି କାର୍ଯ୍ୟାଳୟରୁ ଝୁଲନ୍ତା ଅବସ୍ଥାରେ ପୂର୍ବତନ ଉପବାଚସ୍ପତିଙ୍କ ମୃତଦେହ ଉଦ୍ଧାର

କଲିକତା: ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାର ରାମପୁରହାଟରେ ବରିଷ୍ଠ ତୃଣମୂଳ କଂଗ୍ରେସ ନେତା ଏବଂ ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁ ଘଟଣା ହଇଚଇ ସୃଷ୍ଟି କରିଛି। ଆଜି ସକାଳେ ନିଜ ଘର ପାଖରେ ଥିବା ଦଳୀୟ କାର୍ଯ୍ୟାଳୟରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ପୋଲିସ ମୃତଦେହ…

ପଟ୍ଟାମୁଣ୍ଡାଇ ଅର୍ବାନ ବ୍ୟାଙ୍କ ଶାଖା ପକ୍ଷରୁ ୮୦ ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ

ପଟ୍ଟାମୁଣ୍ଡାଇ ୧୫/୮ : ପଟ୍ଟାମୁଣ୍ଡାଇ ଅର୍ବାନ ବ୍ୟାଙ୍କ ଶାଖା ପକ୍ଷରୁ ୮୦ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ଶାଖା ପରିଚାଳକ ଅଜିତ କୁମାର ପତିଙ୍କ ସଂଯୋଜନାରେ ଆୟୋଜିତ ସମାରୋହରେ ମୂଖ୍ୟ ଅତିଥିଭାବେ ବ୍ୟାଙ୍କ ନିର୍ଦ୍ଦେଶକ ଅମୂଲ୍ୟ ପ୍ରଧାନ ଯୋଗଦେଇ ଜାତୀୟ ପତାକା…

ବଜ୍ର ମହାକାଳୀ ଉଚ୍ଚ ବିଦ୍ୟାଳୟରେ ସ୍ଵାଧୀନତା ଦିବସ ଓ ପ୍ରତିଭା ପୂଜା ସମାରୋହ ପାଳିତ

ପଟ୍ଟାମୁଣ୍ଡାଇ ୧୫/୮ : କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଠରବାଟିଆ ବଜ୍ର ମହାକାଳୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ପବିତ୍ର ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ଆନୁକୂଲ୍ୟରେ ଆୟୋଜିତ ଏହି ଭବ୍ୟ ସମାରୋହରେ ପୁରାତନ ଓ…

KPLF ପକ୍ଷରୁ ଗରିମାମୟ ଭାବେ ୮୦ତମ ସ୍ୱାଧୀନତା ଦିବସ ପାଳିତ ।

କୋରାପୁଟ, ଅଗଷ୍ଟ ୧୫(ସତ୍ୟ ଶୋଭନ ସିଂଙ୍କ): ଦେଶର ୮୦ତମ ସ୍ୱାଧୀନତା ଦିବସ ଅବସରରେ କୋରାପୁଟ ପାଷ୍ଟର୍ସ ଆଣ୍ଡ ଲିଡର୍ସ ଫେଲୋଶିପ୍ (KPLF) ପକ୍ଷରୁ ଆଜି ସ୍ୱାଧୀନତା ଦିବସ ଅତ୍ୟନ୍ତ ଉତ୍ସାହ, ଶୃଙ୍ଖଳା ଓ ଦେଶପ୍ରେମର ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମର ପରିଚାଳନା ଦାୟିତ୍ୱ…

ରାୟଗଡ଼ରେ ଗରିମା ଓ ଦେଶଭକ୍ତିର ସହ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାୟଗଡ଼, ୧୫/୦୮/୨୦୨୬: ରାୟଗଡ଼ ଜିଲ୍ଲାରେ ଉତ୍ସାହ, ଗରିମା ଓ ଦେଶଭକ୍ତିର ଭାବନା ସହ ୮୦ତମ ସ୍ୱାଧୀନତା ଦିବସ ଧୁମଧାମରେ ପାଳିତ ହୋଇଛି। ସ୍ଥାନୀୟ ପିଏମ୍ ଶ୍ରୀ ଜିସିଡି ହାଇସ୍କୁଲ ପଡ଼ିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ସମାରୋହରେ ରାୟଗଡ଼ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣୀ ମୁଖ୍ୟ ଅତିଥି…

ସ୍ୱାଧୀନତା ଦିବସରେ ଶିକ୍ଷକ ରତୀୟ ହରିଜନଙ୍କୁ ମାନପତ୍ର

ତେନ୍ତୁଳିଖୁଣ୍ଟି: (ଶେଖର ଖୁରା) :  ସ୍ୱାଧୀନତା ଦିବସ ଅବସରରେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକର ଜଳବନ୍ଦୀ ତଥା ଦୁର୍ଗମ ଅଞ୍ଚଳ ଟାଙ୍ଗଣିକୋଟ ଶିକ୍ଷା କେନ୍ଦ୍ରର ସହକାରୀ ଶିକ୍ଷକ ଶ୍ରୀ ରତୀୟ ହରିଜନଙ୍କୁ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ କରାଯାଇଛି। ଏହି…

ତେନ୍ତୁଳିଖୁଣ୍ଟିରେ ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

ତେନ୍ତୁଳିଖୁଣ୍ଟି, ୧୫/୦୮ (ଶେଖର ଖୁରା): ତେନ୍ତୁଳିଖୁଣ୍ଟି ବ୍ଲକରେ ଆଜି ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ପଞ୍ଚାୟତ, ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ର,…