ଓଡ଼ଗାଁରେ ଜିଲ୍ଲା ଲେଖକ ପରିଷଦର ନୂଆଖାଇ ଭେଟଘାଟ
ଓଡ଼ଗାଁ ୦୧/୦୯(ନି.ପ୍ର)-ଆଜି ଓଡ଼ଗାଁ ବ୍ଲକ୍ ସମ୍ମିଳନୀ କକ୍ଷରେ ନୟାଗଡ଼ ଜିଲ୍ଲା ଲେଖକ ପରିଷଦ ଓ ସ୍ଥାନୀୟ ଶ୍ରୀ ଶ୍ରୀ ରଘୁନାଥ ସାରସ୍ୱତ ସଂସଦର ମିଳିତ ଆନୁକୂଲ୍ୟରେ ବର୍ଷାକାଳୀନ ସାହିତ୍ୟ ଆସର ତଥା ନୂଆଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି।ଏ ଅବସରରେ ବ୍ଲକ୍ ଅଧ୍ୟକ୍ଷ ଲୋକନାଥ ସାହୁ…