ପୋଖରୀରେ ବୁଡି ନାବାଳକ ମୃତ
ଗଜପତି,୧୨.୧୦( ମନୋଜ କୁମାର ପାଢୀଙ୍କ ରିପୋର୍ଟ):ପୋଖରୀରେ ବୁଡ଼ି ଜଣେ ନାବାଳକର ଶୋଚନୀୟ ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କଦମଚୁଆଁ ଗ୍ରାମରେ I ମୃତ ନାବାଳକ ଜଣକ ହେଲେ ଆର.ଉଦୟଗିରି ଥାନା ତାବରଡା ଗ୍ରାମର ମୁନା ବେହେର ଦଳାଇଙ୍କ ୫ ବର୍ଷ ର ପୁଅ…