ସାମ୍ବାଦିକଙ୍କୁ ମିଳିବ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର।
ଭୁବନେଶ୍ୱର (ବିବି ନିୟୁଜ ବ୍ୟୁରୋ) : ପ୍ରାୟ ୫ବର୍ଷ ପରେ ରାଜ୍ୟ ସରକାର ସାମ୍ବାଦିକଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହାସହିତ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା କ୍ରୀଡ଼ାବିତଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ଚୟନ କମିଟି ପକ୍ଷରୁ…