ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
ଯାଜପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳାର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜୟଦେବ ଜେନାଙ୍କ ସହ ଜଡ଼ିତ ୭ଟି ସ୍ଥାନରେ ସୋମବାର (୧୨ ଅକ୍ଟୋବର ୨୦୨୬) ଏକକାଳୀନ ଚଢ଼ାଉ କରିଛି ଓଡ଼ିଶା ଭିଜିଲାନ୍ସ।
ଆୟର ଉତ୍ସ ତୁଳନାରେ ଅଧିକ…