ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ
ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଆୟୋଜିତ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହରେ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଯୋଗ ଦେଇ ଯୁବପିଢ଼ିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ଭାରତ ସରକାରଙ୍କ ଯୁବ…