ସେପ୍ଟେମ୍ବର ୩୦ରେ ମାଗଣା ଟିକାର ଅବଧି ଶେଷ , ଟିକା ନେବାକୁ ସମସ୍ତଙ୍କୁ ନିବେଦନ କରିଛି ସ୍ୱାସ୍ଥ୍ୟ ବିଭାଗ।
ଭୁବନେଶ୍ୱର : ସରୁଛି ମାଗଣା ଟିକାର ଅବଧି। ତୁରନ୍ତ ଟିକା ନେବାକୁ ସମସ୍ତଙ୍କୁ ନିବେଦନ କରିଛି ସ୍ୱାସ୍ଥ୍ୟ ବିଭାଗ। ସେପ୍ଟେମ୍ବର ୩୦ରେ ମାଗଣା ଟିକାର ଅବଧି ଶେଷ ହେବାକୁ ଥିବାରୁ ତୁରନ୍ତ ଟିକା ନେଇଯିବା ଲାଗି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି।
ସେ କହିଛନ୍ତି…