ବେଙ୍ଗାଲୁରୁଠାରେ ମହାବିନାୟକ ମହୋତ୍ସବ ସମାପନ
ବେଙ୍ଗାଲୁର: ୩ା୯ : ବେଙ୍ଗାଲୁରୁଠାରେ ଓଡ଼ିଶା ପୂଜା କମିଟି ତରଫରୁ ମହାସମାରୋହରେ ୨୮ତମ ମହାବିନାୟକ ମହୋତ୍ସବ ପାଳନ କରାଯାଇଥିବା ଜଣାଯାଇଛି । ଏହି ଉପଲକ୍ଷେ ପୂଜାସ୍ଥଳୀ ଏମ୍. ବିଶ୍ୱେଶରାୟ କଲେଜ ପ୍ରାଙ୍ଗଣରେ ନିର୍ମିତ ପୂଜା ମଣ୍ଡପକୁ ଦକ୍ଷିଣ ଭାରତୀୟ ମନ୍ଦିର ଶୈଳୀରେ ସଜ୍ଜା ଯାଇଥିଲା ।…