ଓଏଭିର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ତଥା ଜେଇଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଅନୁଷ୍ଟିତ ସ୍ବତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଥିଲେ। ଓଡିଶାର ପିଲାମାନଙ୍କୁ ଗୁଣାତ୍ମକ…