ମହାନଦୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ।
ବୌଦ୍ଧ: ମହାନଦୀର ମର୍ଜାକୁଦ ସେତୁ ତଳେ ମଙ୍ଗଳବାର ଏକ ମୃତଦେହ ପଡ଼ିଥିବା ଦେଖାଯାଇଛି। ସକାଳୁ ସକାଳୁ ସେତୁ ଉପରେ କିଛି ଲୋକ ମର୍ଣ୍ଣିଂ ଓ୍ବାକ୍ କରୁଥିବା ବେଳେ ମୃତଦେହଟି ପଡ଼ିଥିବାର ଦେଖି ବୌଦ୍ଧ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହ…