ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ…

ବିଦ୍ୟୁତ ସୁରକ୍ଷା ଓ ସଚେତନତା ବାର୍ତ୍ତା ନେଇ ଟିପିଏସଓଡିଏଲ୍ କର୍ମଚାରୀଙ୍କ ସାଇକେଲ ଯାତ୍ରା

ମାଲକାନଗିରି: ବିଦ୍ୟୁତ ଉପଭୋକ୍ତା ଓ କରମଚାରୀଙ୍କ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ନେଇ ଟିପିଏସଓଡିଏଲ୍ କର୍ମଚାରୀ ଇଂ ସୌମ୍ୟ ରଞ୍ଜନ ଲେଙ୍କାଙ୍କ ଦ୍ବାରା ଏକ ସାଇକେଲ ଯାତ୍ରା ଆରମ୍ଭ ହୋଇଛି। ସାଇକେଲ ମାଧ୍ୟମରେ ମାଲକାନଗିରିଠାରୁ ସିଲ୍କସିଟି ବ୍ରହ୍ମପୁର ପର୍ଯ୍ୟନ୍ତ ତାଙ୍କର ଯାତ୍ରା ସ୍ଥାନୀୟ…

ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ଵ ଥିଲେ

ଇଞ୍ଜିନିୟର ସ୍ବର୍ଗତଃ ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ । ତାଙ୍କର ମହତ ଜୀବନ ଏବଂ ଉତ୍ତମ ଆଦର୍ଶ ଯୁଗ ଯୁଗ ପାଇଁ ଆମର ଭବିଷ୍ୟତ ପୀଢ଼ି କୁ ପ୍ରେରଣା ଓ ପ୍ରୋତ୍ସାହନ ଯୋଗାଇ ଚାଲିଥିବ । ଏକାଧାରରେ ସେ ଜଣେ ସରଳ, ନିଷ୍ଠାପର, ସଚ୍ଚୋଟ, କର୍ମଠ,…

ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍

ପୁରୀ : ଡିସେମ୍ବର ୧୫ ତାରିଖରୁ କୋଣାର୍କ ମେରାଇନ ଡ୍ରାଇଭରେ ଇକୋ ରିଟ୍ରିଟ୍ ଆରମ୍ଭ ହେବ। ୨୦୨୪ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ସେଠାରେ ପର୍ଯ୍ୟଟକମାନେ ଆରାମଦାୟକ ରାତ୍ରିଯାପନ କରିବାର ସୁଯୋଗ ପାଇବେ। ସମୁଦ୍ର ବେଳାଭୂମିରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସମେତ ବିଦେଶୀ ମଦ ବିକ୍ରୟ କେନ୍ଦ୍ର…

ଯୁବ ନେତୃତ୍ବ ବିକାଶ କର୍ମଶାଳା

ପାଟଣା: ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ ଦେଓବନ୍ଧ ସେବା ପ୍ରକଳ୍ପ ଓ ପିପିଳିଆ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟର ମିଳିତ ସହଯୋଗରେ ଅଧ୍ୟକ୍ଷ ନିରାକର ସ୍ବାଇଁଙ୍କ ସଭାପତିତ୍ବରେ ଯୁବ ନେତୃତ୍ବ ବିକାଶ କର୍ମଶାଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଶ୍ରୀ ସ୍ୱାଇଁ ତାଙ୍କ ଭାଷଣରେ…

ବିଚାରପତି ନିଯୁକ୍ତି ବିଳମ୍ବକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ: ବିଭିନ୍ନ ଉଚ୍ଚ ନ୍ୟାୟାଳୟରେ ବିଚାରପତି ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତିକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବିଚାରପତି ନିଯୁକ୍ତି ନିମନ୍ତେ ସର୍ବୋଚ୍ଚ ନ୍ୟାୟାଳୟଙ୍କ କଲେଜିୟମ୍ ୨୦୨୨ ନଭେମ୍ବରରୁ ୭୦ଜଣଙ୍କ ନାମ ସୁପାରିସ…

୨୯ରୁ ଉପକୂଳ ଓ ଦକ୍ଷିଣରେ ବଢ଼ିବ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଥିବାବେଳେ ଆସନ୍ତା ୨୯ ତାରିଖରୁ ଉପକୂଳ ଓ ଦକ୍ଷିଣରେ ବର୍ଷା ପରିମାଣ ବଢ଼ିବ। ବିଶେଷ କରି ୨ ତାରିଖରୁ ଅଧିକ ବର୍ଷା ହେବ। ଅନ୍ୟପକ୍ଷରେ ରାଜ୍ୟର କେତୋଟି ସ୍ଥାନରେ ଆସନ୍ତା ଦୁଇଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ।…

ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି

ଭୁବନେଶ୍ୱର: ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି । ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି…

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଦେଶରୁ ୮ ଦିନ ବିଳମ୍ବରେ ଆରମ୍ଭ ହୋଇଛି। ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଗତକାଲି (ସୋମବାର) ଠାରୁ ଦକ୍ଷିଣ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କାରଣରୁ ଓଡ଼ିଶାରୁ ମଧ୍ୟ…

ଶିକ୍ଷକ ନିଯୁକ୍ତି ପରେ ସ୍କୁଲରୁ ହଟିଲା ଆନ୍ଦୋଳନ

ହରଭଙ୍ଗା : ହରଭଙ୍ଗା ବ୍ଲକ ଅର୍ନ୍ତଗତ ଉପାନ୍ତ ତଳଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବୀରେ ଅଭିଭାବକ ସ୍କୁଲ ଫାଟକରେ ତାଲା ପକାଇ ଏହାର ଦୃଢପ୍ରତିବାଦ ଜଣାଇଥିଲେ। ପ୍ରକାଶ ଯେ ତଳଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୭୦ଜଣ ପିଲା ପାଠ…