ବାରବାଟୀ ଷ୍ଟାଡିୟମରେ ଲିଜେଣ୍ଡ ଲିଗ୍ କ୍ରିକେଟ ମ୍ୟାଚ ଖେଳାଯିବ।
କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଲିଜେଣ୍ଡ ଲିଗ୍ କ୍ରିକେଟ ମ୍ୟାଚ ଖେଳାଯିବ। ଆସନ୍ତା ସେପ୍ଟେମ୍ବର ମାସରେ ଟୁର୍ଣ୍ଣାମେଣ୍ଟର ୩ଟି ମ୍ୟାଚ ଖେଳାଯିବ। ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) ସଂପାଦକ ସଂଜୟ ବେହେରା ବୁଧବାର ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ବାରବାଟୀ…