ବାରିପଦା ମେଡ଼ିକାଲ କଲେଜ ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ବାରିପଦା ମେଡ଼ିକାଲ କଲେଜ ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ ରୁମର ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ଡାକ୍ତର ସଚିନ ସାହୁ ଓ ପ୍ରଥମ ବର୍ଷ ହାଉସ ସର୍ଜନ ଥିଲେ। ମୃତ୍ୟୁର କାରଣ ଜଣାପଡ଼ିନି। କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା…

ଜାମ୍ମୁରୁ ୭ ଦିନ ପରେ ଗାଁରେ ପହଞ୍ଚିଲା ମରଶରୀର

ଗୋପାଳପୁର: ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତଥା ଗୋପାଳପୁର ଥାନା ଅଧୀନସ୍ଥ ନୂଆଗୋଳାବନ୍ଧ ଗ୍ରାମର ଅରୁଣ କୁମାର ଦାସ (୫୨)ଙ୍କ ମର ଶରୀର ଜାମ୍ମୁରୁ ଅଣାଯାଇ ଗାଁ ଶଶ୍ମାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ସୂଚନା ଯେ ମୁତ ଅରୁଣ ଦୀର୍ଘ ୩୫ ବର୍ଷ ହେଲା ଜାମ୍ମୁରେ ଦିପକ କୁମାର…

ପ୍ରେମମୟୀ ରାଧା

ନମଃ ବୃନ୍ଦାବନେଶ୍ୱରୀ ପ୍ରେମମୟୀ ରାଧା l ତୋର ପ୍ରେମବିନା ମାତ ଜୀବନଟା ଅଧା ll ତପ୍ତକାଞ୍ଚନ ଗୌରଙ୍ଗୀ ଶ୍ରୀମତୀ ରାଧିକା l ତଵ ନାମେ ବାଜେ ମଧୁବନ ବଂଶୀ ଏକା ll ରାଧାକୃଷ୍ଣ ଏକ ବିଜେ ଦୁଇ ଗୋଟି ଫାଳ l ରାଧା ବିନା କୃଷ୍ଣ କାହିଁ ଶ୍ରୀନନ୍ଦଗୋପାଳ ll କୃଷ୍ଣ ନ ମିଳନ୍ତି ଛାଡ଼ି ରାଧା…

ଏବେ ଠାରୁ କାର୍ଯ୍ୟକାରୀ ହୋଇପାରିବ ମହିଳା ସଂରକ୍ଷଣ – ରାହୁଲ ଗାନ୍ଧୀ

ଡେସ୍କ: କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ୨୦୧୦ରେ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ ଆଣିଥିବା ମହିଳା ସଂରକ୍ଷଣ ବିଲରେ ଓବିସି କୋଟା ପାଇଁ ସଂରକ୍ଷଣ ପ୍ରଦାନ କରାଯାଇ ନ ଥିବାରୁ ସେ ଦୁଃଖିତ। ଆଜି ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଶ୍ରୀ ଗାନ୍ଧୀ ଗତକାଲି ସଂସଦରେ…

ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଭୁବନେଶ୍ୱର: ଅନେକ ଓଡ଼ିଆ ଭଜନ ଗାଇଥିବା ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି | ବର୍ତ୍ତମାନ ଏକ ଘରୋଇ ହସ୍ପିଟାଲର ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ଦୀର୍ଘ ୭ ଦିନ ହେବ ଘରୋଇ ହସପିଟାଲରେ ଚିକିତ୍ସା ଚାଲିଛି | ଏବେ ସ୍ବାସ୍ଥ୍ୟାବସ୍ଥା…

ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଭୁବନେଶ୍ବର: ୧୦ ଦଫା ଦାବି ନେଇ ଶହଶହ ଅଙ୍ଗନବାଡି କର୍ମୀ ରାଜଧାନୀର ଲୋୟର୍ ପିଏମଜିରେ  ଆନ୍ଦୋଳନ କରୁଛନ୍ତି। ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ମାସିକ ଦରମା ୧୮ହଜାର ଟଙ୍କା ଦେବାକୁ ଦାବି କରାଯାଇଛି । ଅଙ୍ଗନବାଡି ସହାୟିକାଙ୍କୁ ୯ହଜାର ଟଙ୍କା ଦରମା ଦେବାକୁ ଦାବି…

ଖିଚିଂର ଐତିହାସିକ ମା’ କିଚକେଶ୍ୱରୀ ମନ୍ଦିରରୁ ହୁଣ୍ଡି କାଟି ଚୋରି କଲେ ଦୁର୍ବୃତ୍ତ

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ କିଚକେଶ୍ୱରୀ। ମା’ କିଚକେଶ୍ୱରୀ ମନ୍ଦିର ଖିଚିଂ ଠାରେ ଅବସ୍ଥିତ। ଗତକାଲି ବିଳମ୍ବିତ ରାତ୍ରରେ ଖିଚିଂର ଏହି ଐତିହାସିକ  ମନ୍ଦିରରେ ଥିବା ମୁଖ୍ୟ ହୁଣ୍ଡି କାଟି ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ।  ମୁଖ୍ୟ…

ପ୍ରମିଳା ହେଲେ ବାଚସ୍ପତି

ଓଡ଼ିଶା ବିଧାନସଭାକୁ ମିଳିଲା ପ୍ରଥମ ମହିଳା ବାଚସ୍ପତି। ଆଜି ବିଧିବଦ୍ଧ ଭାବେ ବାଚସ୍ପତି ଭାବେ ଆସନ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକା। ସର୍ବ ସମ୍ମତିକ୍ରମେ ପ୍ରମିଳାଙ୍କୁ ବାଚସ୍ପତି ଭାବେ ଚୟନ କରଯାଇଛିା ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ପ୍ରସ୍ତାବ ରଖିଥିଲୋ…

ଆଜିଠୁ ଆରମ୍ଭ ହେବ ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଆଜି ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ଅଧିବେଶନର ପ୍ରଥମ ଦିନ ୧୧ଟାରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ପରେ ପ୍ରଥମାର୍ଦ୍ଧ ମୁଲତବି ରହିବ। ଅକ୍ଟୋବର ୪ତାରିଖ ପର୍ଯ୍ୟନ୍ତ ବସିବାକୁ ଥିବା ଏହି ଅଧିବେଶନ ବେଶ୍ ସରଗରମ ହେବ…

ବାନ୍ଧିଦେ ମୋ ଶିରେ ମୟୁର ଚୂଳ

ବାନ୍ଧିଦେ ମୋ ଶିରେ ମୟୁର ଚୂଳ ମା' ବାନ୍ଧିଦେ ମୋ ଶିରେ ମୟୁର ଚୂଳ, ଅଳି କରୁଛନ୍ତି ବେଣୁ ଗୋପାଳ ll (ଘୋଷା ) ଯଶୋଦା ବୋଲନ୍ତି ଆରେ କହ୍ନାଇ, କଟାଳ କରୁଛୁ ତୁ କାହିଁ ପାଇଁ, ଦହିମୁହାଁ ସାରି ବେଶ କରିଦେବି ଭାଈ ବଳରାମେ ଯାଇ ତୁ ଖେଳ ll ଗୋବିନ୍ଦ ବୋଲନ୍ତି ଶୁଣ ଗୋ ମାତ, ଦ୍ୱାରେ…