ବାଲେଶ୍ଵରରେ ଅନୁଷ୍ଠିତ ହେଲା ଜିଲ୍ଲାସ୍ତରୀୟ ଦକ୍ଷତା ବିକାଶ କର୍ମଶାଳା
ବାଲେଶ୍ଵର, ୧୧/୮(କୃଷ୍ଣ କୁମାର ମହାନ୍ତି): 'ବେଟି ବଚାଓ ବେଟି ପଢ଼ାଓ' ଯୋଜନା ସମ୍ପର୍କିତ ଜିଲ୍ଲାସ୍ତରୀୟ ଏକ ଦିବସୀୟ ଦକ୍ଷତା ବିକାଶ କର୍ମଶାଳା ଜିଲ୍ଲାପାଳଙ୍କ ଅଡିଟୋରିୟମ କକ୍ଷରେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଅଛି।
ଏହି କର୍ମଶାଳାରେ ସମ୍ମାନିତ…