ଅଜିତ ଡୋଭାଲଙ୍କୁ ଭେଟିଲେ ଆମେରିକାର ରାଷ୍ଟ୍ରଦୂତ: ଜାଣନ୍ତୁ କ’ଣ ହେଲା ଆଲୋଚନା?
ନୂଆଦିଲ୍ଲୀ: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସେର୍ଜିଓ ଗୋର୍ ଆଜି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ ଆମେରିକା ଏବଂ ଭାରତ ମଧ୍ୟରେ ରଣନୈତିକ ସହଭାଗୀତା ବିଷୟରେ ଆଲୋଚନା କରିଛନ୍ତି। ସେ ଏହି ବୈଠକକୁ ଫଳପ୍ରଦ ବୋଲି ବର୍ଣ୍ଣନା କରିଛନ୍ତି। ଟ୍ୱିଟରରେ ପୋଷ୍ଟ କରି ସେ…