ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂତନ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ, ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ, ଏବଂ କ୍ୟାବିନେଟ ସଚିବାଳୟ କୋଠା କମ୍ପ୍ଲେକ୍ସର ନାମ “ସେବା ତୀର୍ଥ”କୁ ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆଜି ନୂତନ ପିଏମଓ ଅଫିସକୁ ଯିବେ। ସେ ସନ୍ଧ୍ୟା…

ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

ନୂଆଦିଲ୍ଲୀ : ଗୁରୁବାର ଭାରତର ସୁରକ୍ଷା କ୍ଷମତାକୁ ଆହୁରି ମଜବୁତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ ରୁଷଠାରୁ ଏସ-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀ ପାଇଁ ୨୮୮ଟି କ୍ଷେପଣାସ୍ତ୍ର କ୍ରୟକୁ ଅନୁମୋଦନ କରିଛି। ଏହି ଚୁକ୍ତିର…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ଭୁବନେଶ୍ୱର : ୧୩।୨- ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୧୯୯୫-୨୦୦୦ ମସିହା ଯାଏ ଚୌଦାର ବିଧାୟକ , ୧୯୮୮-୯୪…

ରାଜ୍ୟସଭା ନିର୍ବାଚନରେ ୩ସିଟ୍‌ ଦଖଲ କରିବ ବିଜେପି ।

ଭୁବନେଶ୍ୱର :  ରାଜ୍ୟସଭା ନିର୍ବାଚନରେ ୩ସିଟ୍‌ ଦଖଲ କରିବ ବିଜେପି । ଏନେଇ ଦମ୍ଭୋକ୍ତି ଦେଖାଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲି ସିଂହ ତୋମାର । ୩ଟି ସିଟ୍‌ ଦଖଲ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଥିବା ସେ କହିଛନ୍ତି । ପ୍ରାର୍ଥୀ କିଏ ହେବ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ ବୋଲି…

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ

ଭୁବନେଶ୍ୱର : ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ସହ ନୂତନ ଉତ୍ପାଦ ପ୍ରସ୍ତୁତ କ୍ଷେତ୍ରରେ ଓମ୍ଫେଡ୍ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି କଥା କହିଛନ୍ତି କେନ୍ଦ୍ର ସମବାୟ ବିଭାଗ ଶାସନ ସଚିବ ଡକ୍ଟର ଆଶିଶ କୁମାର। ଓଡିଶା ଗସ୍ତରେ ଆସିଥିବା ଡକ୍ଟର ଆଶିଶ କୁମାର ଆଜି ସହିଦ ନଗରସ୍ଥିତ ଓମ୍ଫେଡ୍…

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ବ୍ରହ୍ମପୁର :  ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ଚଢାଉ କାର୍ଯ୍ୟାନୁଷ୍ଠାନ ସ୍ୱରୁପ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର କବିରାଜ ସେଠୀଙ୍କୁ ଆଜି ଭିଜିଲାନ୍ସ କର୍ମଚାରୀ ମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ବାଲି ବୋଝେଇ ଟ୍ରାକ୍ଟର ମାଲିକଙ୍କ ଠାରୁ ଗାଡ଼ି ଛାଡ଼ିବା ପାଇଁ…

ଭାରତରେ ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ହୋଟେଲ ମେ’ଫେୟାର କନଭେନସନଠାରେ ଭାରତରେ ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳାର ଦ୍ୱିତୀୟ ଦିବସ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନରେ ଥିବା ଓଡ଼ିଶା ବନ…

ରାଜ୍ୟରେ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବକୁ ନେଇ ଓଡ଼ିଶା ହାଇକୋର୍ଟ ଗଭୀର…

କଟକ : ରାଜ୍ୟରେ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବକୁ ନେଇ ଓଡ଼ିଶା ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ୪.୭୦ କୋଟି ଜନସଂଖ୍ୟା ବିଶିଷ୍ଟ ଓଡ଼ିଶା ପାଇଁ ମାତ୍ର ଗୋଟିଏ ଖାଦ୍ୟ ପରୀକ୍ଷାଗାର (ଫୁଡ୍‌ ଟେଷ୍ଟିଂ ଲବୋରୋଟାରୀ) ରହିଥିବାରୁ ଅଦାଲତ…

୩୧ ବୃହତ ପ୍ରକଳ୍ପକୁ ଜମି ଆବଣ୍ଟନ କଲା ଇଡ୍‌କୋ

ଭୁବନେଶ୍ବର :  ଇଡ୍‌କୋର ଜମି ଆବଣ୍ଟନ କମିଟି ବୈଠକ ଗୁରୁବାର ହୋଇଯାଇଛି। ଦୀର୍ଘ ଦିନରୁ ଅଟକି ରହିଥିବା ୩୧ଟି ଗୁରୁତ୍ୱପୂର୍ଣ୍ଣ ଶିଳ୍ପ ପ୍ରକଳ୍ପ ପାଇଁ ଜମି ଆବଣ୍ଟନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ କରାଯାଇଛି। ଇଡ୍‌କୋ ଅଧ୍ୟକ୍ଷା ଉଷା ପାଢ଼ୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅନୁମୋଦିତ…