ୟୁଏଚଆରସି ପକ୍ଷରୁ ମାନବାଧିକାର ସଚେତନତା ଓ ସଂଗଠନ ସୁଦୃଢ଼ୀକରଣ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।
ଗଜପତି: ୟୁନାଇଟେଡ୍ ହ୍ୟୁମାନ ରାଇଟ୍ସ ଆଣ୍ଡ ଆଣ୍ଟି କରପ୍ସନ କାଉନ୍ସିଲ୍ (UHRC), ଗଜପତି ଜିଲ୍ଲା ବୋର୍ଡ ପକ୍ଷରୁ ମାନବାଧିକାର ସୁରକ୍ଷା, ଜନସଚେତନତା ଓ ସଂଗଠନର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଦିନ ପୂର୍ବାହ୍ନ ୧୧ଟାରେ ପାରଳାଖେମୁଣ୍ଡିସ୍ଥିତ ବିଶ୍ୱନାଥ…