୨୫ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଆଉ ଏକ ଘୁର୍ଣ୍ଣିବଳୟ

ଭୁବନେଶ୍ୱର: ଗତକାଲି ସୃଷ୍ଟି ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡିଶା ତତ-ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି | ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମୁହାଁ…

ଟ୍ରଲିରେ ବୁହା ହେଲେ ୯୫ ବର୍ଷର ବୃଦ୍ଧା

ପାରଳାଖେମୁଣ୍ଡି: ଡିବିଟି ବ୍ୟବସ୍ଥା ବନ୍ଦ କରି ପୁଣି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ମଧ୍ୟ ସରକାର କରିଛନ୍ତି। ହେଲେ ଆଜି ଜଣେ ୯୫ ବର୍ଷର…

ମଇଁଷି ଗୁହାଳରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର

ବାଲିପାଟଣା: ମଇଁଷି ଗୁହାଳରେ ପଡ଼ି ରହିଛି ଦୁଇ ଯୁବକଙ୍କ ମୃତଦେହ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା କାଜ ନିକଟରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ସୁଶାନ୍ତ ଦାଶ ଓ ଜଗବନ୍ଧୁ ବେହେରା । ଉଭୟ ମଇଁଷି ଫାର୍ମ କର୍ମଚାରୀ ବୋଲି ସୂଚନା ମିଳିଛି । ତେବେ କେମିତି ଉଭୟଙ୍କର ମୃତ୍ୟୁ ହେଲା…

ଡୋପ୍ ଟେଷ୍ଟରେ ଦୂତି ଚାନ୍ଦ ଫେଲ: ୪ ବର୍ଷ ବାସନ୍ଦ

ଭୁବନେଶ୍ବର: ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଦୂତି ଚାନ୍ଦ । ଫଳରେ ୪ ବର୍ଷ ପାଇଁ ସେ ବାସନ୍ଦ ହୋଇଛନ୍ତି । ଗତ ଜାନୁଆରୀ ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ । ଏହି ତାରିଖଠୁ ବର୍ତ୍ତମାନ ମଧ୍ୟରେ ଦୂତି ଯେଉଁ ଇଭେଣ୍ଟ ଗୁଡ଼ିକରେ…

ରେଳଧାରଣା ନିକଟରୁ ୧୦କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ୍ ଜବତ

ସୁନ୍ଦରଗଡ଼: ପଣ୍ଡ ହେଲା ମାଓ ଷଡ଼ଯନ୍ତ୍ର । ଟଳିଗଲା ବଡ଼ ଧରଣର ବିପଦ । ରେଳଧାରଣା ନିକଟରୁ ଜବତ ହୋଇଛି ୧୦କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ୍ । ସୁନ୍ଦରଗଡ଼ ଜିଲ୍ଲା ତଥା କୋଇଡା ଥାନା ଟୋପାଡିହି ରେଳଧାରଣା ନିକଟରୁ ଲ୍ୟାଣ୍ଡମାଇନ ଜବତ କରିଛନ୍ତି ଡିଭିଏଫ ଯବାନ । ସ୍ଥାନୀୟ ପୋଲିସ ଓ ଡିଭିଏଫ୍…

୧୦୦ ଫୁଟ୍ ଧସିଲା ବୈତରଣୀ ନଦୀବନ୍ଧ

ଦଶରଥପୁର: ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍ କମାରଡ଼ିହ ପଞ୍ଚାୟତ ବଳରାମପୁର ଠାରେ ବୈତରଣୀ ନଦୀବନ୍ଧ ପ୍ରାୟ ୧୦୦ ଫୁଟରୁ ଅଧିକ ଲମ୍ବର ଧସି ନଦୀ ଗର୍ଭରେ ଲୀନ ହୋଇଛି। ବନ୍ଧର ୭୫ ଭାଗ ଧସି ନଦୀରେ ଲୀନ ହୋଇଯାଇଛି। ଏହାଫଳରେ ଆଖପାଖ ଅଂଚଳର ୩ଟି ପଂଚାୟତର ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ…

୧୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା; ଅରେଞ୍ଜ ସହ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୧୨…

ଡବଲିନ୍‌ରେ ପ୍ରଦର୍ଶିତ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’

ଡବଲିନ/ଭୁବନେଶ୍ବର: ଯୁବ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ମିତ ଓ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ବିଦେଶରେ ପ୍ରଦର୍ଶିତ ହୋଇଛି। ଜଗନ୍ନାଥଙ୍କ କୃପାରୁ ଏହି ଚଳଚ୍ଚିତ୍ରଟି ଗତ ୧୩ ତାରିଖରେ ଡବଲିନ୍‌ର ସାଇଣ୍ଟୋଲୋଜି କମ୍ୟୁନିଟି ସେଣ୍ଟରରେ ପ୍ରଦର୍ଶିତ…

ହନୁମାନ ପଇସା ବିକ୍ରି କରି ଧନୀ ହେବାର ସ୍ବପ୍ନ ଦେଖିଥିଲେ, ଧରାପଡ଼ିଗଲେ ୩ ଅଭିଯୁକ୍ତ

ରେଢାଖୋଲ: ଆଜିକାଲି ଅନେକ ଲୋକ ବିନା ପରିଶ୍ରମରେ ଲକ୍ଷପତି ବା କୋଟିପତି ହେବାକୁ ଚାହୁଁଛନ୍ତି। ସତ୍‌ ଉପାୟରେ କମ ପରିଶ୍ରମରେ ବହୁତ କମ ସମୟରେ ଧନୀ ହେବା ସହଜ ନୁହେଁ। ତେଣୁ ଅନେକ ଲୋକ ଅସାଧୁ ତଥା ବିକଳ୍ପ ଚିନ୍ତା କରନ୍ତି। ନିଶା ବେପାର ହେଉ କି ଅନ୍ୟ କିଛି ଅସାଧୁ କାମ କରି ଟଙ୍କା…

ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି: ୧୨ ଘଣ୍ଟିଆ ବନ୍ଦ ପାଳନ

ଟିଟିଲାଗଡ଼: ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ ପାଳନ ହେଉଛି। ଏହାଫଳରେ ଜନଜୀବନ ପ୍ରଭାବିତ। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳିତ ହେଉଛି। ଆଜି ଟିଟିଲାଗଡ଼ରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ,…