ପତାକା ଉତ୍ତୋଳନ କରି ସାରି ଟଳି ପଡ଼ିଲେ ପ୍ରଧାନ ଶିକ୍ଷକ

ପୁରୀ : ପତାକା ଉତ୍ତୋଳନ କରି ସାରି ଟଳି ପଡ଼ିଲେ ପ୍ରଧାନ ଶିକ୍ଷକ। ଏପରି ଦୁଃଖଦ ଘଟଣା ଘଟିଛି ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକ୍ ମଲେଶ୍ଵରି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ। ମୃତ ବ୍ୟକ୍ତି ଜଣଙ୍କ ପ୍ରଫୁଲ୍ଲ ଚନ୍ଦ୍ର ସାହୁ। ସେ ମଲେଶ୍ଵରି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଭାବେ…

ପୋଖରୀରୁ ଯୁବକଙ୍କ ଗଳିତ ଶଵ ଉଦ୍ଧାର

ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଧୀନ ହନୁମନ୍ତିଆ ଜଙ୍ଗଲ ଦୋବଲାପାଳ ଗ୍ରାମ ଜନକନାଳିଠାରେ ଥିବା ଏକ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଗଳିତ ଶଵ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିର ଶଵ ପୋଖରୀ ହୁଡ଼ାରେ ଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ପାଣିରେ ଅଧାବୁଡ଼ି ରହିଥିବା ଦେଖିବାକୁ ମିଳିଛି।…

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ସବୁଠୁ ଆଗରେ ଚାଷୀଙ୍କ ସ୍ୱାର୍ଥ

ଭୁବନେଶ୍ୱର : ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଳିତ ପରେଡର ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ବୀର ସ୍ୱାଧୀନତା…

୧୬ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ

ନୂଆଦିଲ୍ଲୀ: ଉଦ୍ୟାନ ଉତ୍ସବ-୨କୁ ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ଉଦ୍ୟାନ ଉତ୍ସବ-୨ ଅନ୍ତର୍ଗତ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ (ସୋମବାର ବ୍ୟତୀତ) ଗୋଟିଏ ମାସ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ…

ଐତିହାସିକ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ୭୭ତମ ସ୍ୱାଧୀନତା ଦିବସ ଅବସରରେ ଐତିହାସିକ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଏଥର…

ଆଜିଠୁ ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର…

ନିଦ ହଜାଉଛି ଦରଦାମ୍: ୧୫ ମାସରେ ସର୍ବାଧିକ

ନୂଆଦିଲ୍ଲୀ/ ଭୁବନେଶ୍ବର: ହରଡ଼, ବୁଟ, ମଟର, ମୁଗ, ବିରି, ଗହମ, ଅଟା, ଚାଉଳ, ସୁଜି ଓ ଟମାଟୋ ‌ସମେତ ବିଭିନ୍ନ ପନିପରିବାର ଦାମ୍‌ରେ ହୋଇଥିବା ବୃଦ୍ଧି ସାଧା‌ରଣ ଲୋକଙ୍କ ନିଜ ହଜାଇଛି। ଖାଦ୍ୟ ସାମଗ୍ରୀ ଦରରେ ହୋଇଥିବା ବୃଦ୍ଧିର ପ୍ରଭାବ ଜୁଲାଇ ମାସର ଖୁଚୁରା ମୁଦ୍ରାସ୍ଫୀତିରେ ପ୍ରତିଫଳିତ…

ଭାରତୀୟ ନାଗରିକ ପରିଚୟ ସବୁଠୁ ଉପରେ

ନୂଆଦିଲ୍ଲୀ: ପ୍ରତ୍ୟେକ ଭାରତୀୟଙ୍କର ବିଭିନ୍ନ ପରିଚୟ ରହିଛି। ସେଗୁଡ଼ିକ ମଧ୍ୟରେ ଜାତି, ବର୍ଣ୍ଣ, ଭାଷା ଆଦି ଅତ୍ୟନମ। କିନ୍ତୁ ‘ଭାରତୀୟ ନାଗରିକ’ ପରିଚୟ ଏସବୁର ଊର୍ଦ୍ଧ୍ବରେ। ୭୭ତମ ସ୍ବାଧୀନତା ଦିବସ ପାଳନ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରି ଏହା…

୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର…

ଟ୍ରକ ଧକ୍କାରେ ଦୁଇ କଲେଜ ଛାତ୍ରୀଙ୍କର ମୃତ୍ୟୁ

ବରଗଡ଼: ବରଗଡ଼ ଲରମ୍ଭା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାଦୋବାହାଲ କଲେଜରୁ ଫେରୁଥିବା ସମୟରେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍ । ଦୁର୍ଘଟଣାରେ ୨ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ସଂକଟାପନ୍ନ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ମୃତଛାତ୍ରୀ ହେଲେ ଅନୁପମା ମଲ୍ଲିକ ଓ ଜୟଶ୍ରୀ…