ଆଜିଠୁ ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର…

ନିଦ ହଜାଉଛି ଦରଦାମ୍: ୧୫ ମାସରେ ସର୍ବାଧିକ

ନୂଆଦିଲ୍ଲୀ/ ଭୁବନେଶ୍ବର: ହରଡ଼, ବୁଟ, ମଟର, ମୁଗ, ବିରି, ଗହମ, ଅଟା, ଚାଉଳ, ସୁଜି ଓ ଟମାଟୋ ‌ସମେତ ବିଭିନ୍ନ ପନିପରିବାର ଦାମ୍‌ରେ ହୋଇଥିବା ବୃଦ୍ଧି ସାଧା‌ରଣ ଲୋକଙ୍କ ନିଜ ହଜାଇଛି। ଖାଦ୍ୟ ସାମଗ୍ରୀ ଦରରେ ହୋଇଥିବା ବୃଦ୍ଧିର ପ୍ରଭାବ ଜୁଲାଇ ମାସର ଖୁଚୁରା ମୁଦ୍ରାସ୍ଫୀତିରେ ପ୍ରତିଫଳିତ…

ଭାରତୀୟ ନାଗରିକ ପରିଚୟ ସବୁଠୁ ଉପରେ

ନୂଆଦିଲ୍ଲୀ: ପ୍ରତ୍ୟେକ ଭାରତୀୟଙ୍କର ବିଭିନ୍ନ ପରିଚୟ ରହିଛି। ସେଗୁଡ଼ିକ ମଧ୍ୟରେ ଜାତି, ବର୍ଣ୍ଣ, ଭାଷା ଆଦି ଅତ୍ୟନମ। କିନ୍ତୁ ‘ଭାରତୀୟ ନାଗରିକ’ ପରିଚୟ ଏସବୁର ଊର୍ଦ୍ଧ୍ବରେ। ୭୭ତମ ସ୍ବାଧୀନତା ଦିବସ ପାଳନ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରି ଏହା…

୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର…

ଟ୍ରକ ଧକ୍କାରେ ଦୁଇ କଲେଜ ଛାତ୍ରୀଙ୍କର ମୃତ୍ୟୁ

ବରଗଡ଼: ବରଗଡ଼ ଲରମ୍ଭା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାଦୋବାହାଲ କଲେଜରୁ ଫେରୁଥିବା ସମୟରେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍ । ଦୁର୍ଘଟଣାରେ ୨ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ସଂକଟାପନ୍ନ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ମୃତଛାତ୍ରୀ ହେଲେ ଅନୁପମା ମଲ୍ଲିକ ଓ ଜୟଶ୍ରୀ…

ଓଡ଼ିଶାରେ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର: ଖୁବ୍ ଶୀଘ୍ର ଓଡ଼ିଶାକୁ ମିଳିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ରାଉରକେଲାରୁ ଭୁବନେଶ୍ୱର ଯାଏଁ ଯାତ୍ରା କରିବ। ଏଥିଲାଗି ରୋଡଚାର୍ଟ ପ୍ରସ୍ତୁତ ହୋଇସାରିଛି। ଏନେଇ ଆଜି ଭୁବନେଶ୍ୱରରେ ଆଜି ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା…

ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୬ରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି |୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ |ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ…

ସ୍ୱାଧୀନତା ଦିବସ ଅବସରରେ ୯୫୪ ପୁଲିସ କର୍ମୀଙ୍କୁ ମିଳିବ ପୁଲିସ ପଦକ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଉପଲକ୍ଷେ ଦେଶର ମୋଟ୍‌ ୯୫୪ ଜଣ ପୁଲିସ କର୍ମୀଙ୍କୁ ପୁଲିସ ପଦକ ପ୍ରଦାନ କରାଯିବ। ବୀରତା ପାଇଁ ସିଆରପିଏଫ୍ କର୍ମୀ ଅତିରିକ୍ତ କମାଣ୍ଡାଣ୍ଟ ଲୌକ୍ରକପାମ୍‌ ଇବୋମଚା ସିଂ ରାଷ୍ଟ୍ରପତି ପଦକ ପାଇବା ଲାଗି ମନୋନୀତ ହୋଇଛନ୍ତି । ୨୨୯ ପୁଲିସ କର୍ମୀଙ୍କୁ ସାହସିକତା…

ଶିଶୁକନ୍ୟାକୁ ଧରି ନଦୀକୁ ଡେଇଁଲେ ବାପା

କଟକ: ଛୁଆକୁ ଧରି ନଦୀକୁ ଡେଇଁଲା ବାପା । ପାରିବାରିକ କଳହରୁ ୯ମାସର ଛୁଆକୁ ଧରି ବାପା ପାଣିକୁ ଡେଇଁଲାଥିବା କୁହାଯାଉଛି । ସ୍ଥାନୀୟଲେକେ ଛୁଆକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ବାପାର ମିଳୁନି ପତ୍ତା । ବାପା ନିଖୋଜ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ । ସଇଁଦା ନିକଟ…

ବୋଟରୁ ଖସି ଧୀବର ନିଖୋଜ

ଭଦ୍ରକ/ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଧାମରା ମାଛଧରା ବନ୍ଦରରେ ରବିବାର ଅପରାହ୍ନରେ ଜଣେ ଧୀବର ବୋଟରୁ ଖସି ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ହେଲେ ବିଜୟ ନାୟକ (୨୪)। ନିଖୋଜ ବ୍ୟକ୍ତିଙ୍କ ଘର କରଣପଲ୍ଲୀ ପଂଚାୟତ କୁଆମରା ଗ୍ରାମର ବୋଲି ସୂଚନା ମିଳିଛି। ଧାମରା ମେରାଇନ ଥାନାଧିକାରୀଙ୍କ…