ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ଦାବି ନେଇ ତହସିଲ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଅଖିଳ ଭାରତ କୃଷକ ମହାସଭା ଓ ସିପିଆଇ (ଏମଏଲ) ଲିବରେସନ ତରଫରୁ ରାମନାଗୁଡାର ଖିଲାପଦର ଛକଠାରୁ ଏକ ଶୋଭାଯାତ୍ରା ବାହାରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ୧୬ ଦଫା ଦାବି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ତହସିଲଦାର…

ଫକୀରମୋହନ ବିଶ୍ବବିଦ୍ୟାଳୟର ସମାଜସେବା ବିଭାଗ ପକ୍ଷରୁ ଦଶଦିନିଆ ଗ୍ରାମୀଣ ଶିବିର ଉଦଯାପିତ : ‘୫-ଜ’କୁ…

ବାଲେଶ୍ଵର, ୧୯/୦୨(କୃଷ୍ଣ କୁମାର ମହାନ୍ତି) ଫକୀର ମୋହନ ବିଶ୍ବବିଦ୍ୟାଳୟର ସମାଜ ସେବା ବିଭାଗ ତରଫରୁ ମୟୂରଭଞ୍ଜ ଜିଲ୍ଲାର ଶରତ ବ୍ଲକର ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ସହ ଦଶଦିନିଆ ଗ୍ରାମୀଣ ଶିବିର ଶେଷ ହୋଇଯାଇଛି। ଏହାର ଉଦଯାପନୀ ଉତ୍ସବରେ ଅଧ୍ୟାପିକା ଓ…

ଡ଼ଃ ପ୍ରତାପ ପାଣି ଆଗାମୀ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାର ସମ୍ଭାବନା ଉଜ୍ଜ୍ବଳ

ଭୁବନେଶ୍ୱର: ତା ୨୦.୦୨ ରିଖ ଆନ୍ତର୍ଜାତୀକ ଖ୍ୟାତିସଂମ୍ପନ୍ନ ସ୍ନାୟୁରୋଗ ବିଶେଷଜ୍ଞ ଡ଼ଃ ପ୍ରତାପ ପାଣି ଆଗାମୀ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାର ସମ୍ଭାବନା ଉଜ୍ଜ୍ବଳ ବୋଲି ଏଠାକାର ରାଜନୈତିକ ପର୍ଯ୍ୟବେକ୍ଷକ ମାନେ ମତପ୍ରକାଶ କରୁଛନ୍ତି। ଡ଼ଃ ପାଣି ଶାସକ ବିଜୁ ଜନତା ଦଳର ଟିକେଟ ରେ…

ବିଏମ୍‌ସିର ୧୦୨୭ କୋଟି ରେକର୍ଡ ବଜେଟ୍‌: ଲିଗାଲ୍‌ ଫି’କୁ ନେଇ ଅସନ୍ତୋଷ

ଭୂବନେଶ୍ୱର: ଆସନ୍ତା ଆର୍ଥିକ ବର୍ଷ(୨୦୨୪-୨୫) ପାଇଁ ବିଏମ୍‌ସି ବଜେଟ୍‌ ପ୍ରସ୍ତୁତ କରିଛି। ଆଜି ଏକ ସ୍ୱତନ୍ତ୍ର ବୈଠକରେ ଏହାର ତର୍ଜମା ହେବା ସହ ସର୍ବ ସମ୍ମତିକ୍ରମେ ସ୍ବୀକୃତି ଲାଭ କରିଥିବା ବିଏମ୍‌ସି କହିଛି। କିନ୍ତୁ ୬୭ କର୍ପୋରେଟରଙ୍କ ମଧ୍ୟରୁ ଆଜି ୩୪ ଜଣ ଉପସ୍ଥିତ ଥିଲେ। ଅର୍ଥାତ୍‌…

୫ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ

ଭୁବନେଶ୍ୱର: ଆଜି ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି। ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା  ଥିବା ଏହି…

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଅଧିକରୁ ଅଧିକ ମହିଳା ଉଦ୍ୟୋଗୀ ସୃଷ୍ଟି ହେବା ରାଜ୍ୟର ପ୍ରଗତିରେ ଏକ ସକାରାତ୍ମକ…

ଭୁବନେଶ୍ୱର: ଓଡ଼ିଶାର ସୁଦୀର୍ଘ ୪୮୦ କିଲୋମିଟର ସମୁଦ୍ର ଉପକୂଳ, ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ଚିଲିକା ଓ ରାଜ୍ୟର ପର୍ଯ୍ୟାପ୍ତ ଜଳରାଶିର ବିଭିନ୍ନ ସଂପଦକୁ କାର୍ଯ୍ୟରେ ଲଗାଇ ଅର୍ଥନୀତିରେ ଅଭିବୃଦ୍ଧି ଘଟାଇବା ସହିତ ଜୀବିକାନିର୍ବାହର ବିପୁଳ ସୁଯୋଗ ସୃଷ୍ଟି କରିହେବ ବୋଲି ବିଜ୍ଞାନ ଓ…

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆମ ହସ୍ପିଟାଲରେ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହା କହିଛନ୍ତି। ରାଜ୍ୟର ୧୫ ଜିଲ୍ଲାର ୭୩ଟି ସରକାରୀ ଡାକ୍ତରଖାନା ଆମ ହସ୍ପିଟାଲର ରୂପାନ୍ତରିତ…

ବେତନ ଅଭିଯୋଗ କଲେ ଚାକିରୀରୁ ବହିଷ୍କାର କରିପାରିବେନି କର୍ତ୍ତୃପକ୍ଷ – ସୁପ୍ରିମକୋର୍ଟ

ଡେସ୍କ: ବେତନ ଅଭିଯୋଗ ନେଇ ହାଇକୋର୍ଟ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ସିଧାସଳଖ ଅଭିଯୋଗ ପଠାଇବା ଅଭିଯୋଗରେ ଚାକିରିରୁ ବହିଷ୍କୃତ ହୋଇଥିବା ଚତୁର୍ଥ ଶ୍ରେଣୀ ଅଦାଲତର ଜଣେ କର୍ମଚାରୀଙ୍କୁ ସୁପ୍ରିମକୋର୍ଟ ନ୍ୟାୟ ପ୍ରଦାନ କରିଛନ୍ତି। ବିଚାରପତି ଜଷ୍ଟିସ ବିଆର୍…

ଦାୟିତ୍ୱରେ ଅବହେଳା – କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ନିଲମ୍ବିତ

 କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ଆଦେଶରୁ ଏହା ସ୍ପଷ୍ଟ ହୋଇଛି। ଦାୟିତ୍ୱରେ ଅବହେଳା ଯୋଗୁ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କୁ ତୁରନ୍ତ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ବାର୍ଷିକ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା…