ସମୁଦ୍ରରେ ବଳ ଗୋଟାଇବ ବାତ୍ୟା! ଓଡ଼ିଶା ପାଇଁ କେତେ ବଡ଼ ଚ୍ୟାଲେଞ୍ଜ?
ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ। ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାର ରୂପ ନେଇପାରେ। ଏହାର ସମ୍ଭାବ୍ୟ ଗତିପଥ ଓ ପ୍ରଭାବକୁ ନେଇ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ ଚିନ୍ତା ବଢ଼ିଛି। ବାତ୍ୟା ହେଲେ ଏହାର ନାମ ‘ଅର୍ଣ୍ଣବ’ ରହିବ ବୋଲି ରିପୋର୍ଟରେ…