ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ମହତ୍ୱ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ସାତ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହି ନିର୍ଣ୍ଣାୟକ ପଦକ୍ଷେପର ମହତ୍ୱ ବିଷୟରେ ଅବତାରଣା କରିଛନ୍ତି। ୫ ଅଗଷ୍ଟ ୨୦୧୯କୁ ଭାରତର ସମାବେଶୀ ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ସେ କହିଛନ୍ତି।…