ଭୁବନେଶ୍ବର: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନ ସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ‘ବିଧାନସଭାରେ ଭାଷା ଆଇନ’ ପୁସ୍ତକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି। ବିଭିନ୍ନ ସମୟରେ ଭାଷା ଆଇନ ଉପରେ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଛି। ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ସହ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନକୋୖଶଳରେ ନୂତନ ସମ୍ଭାବନା ସୃଷ୍ଟି କରିବା ଦିଗରେ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।
Sign in
Sign in
Recover your password.
A password will be e-mailed to you.
Comments are closed.