ଭୁବନେଶ୍ବର: ଲଗାତାର ଦ୍ଵିତୀୟ ଥର ଭାବରେ ଭୁବନେଶ୍ୱର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସେ ୮୧.୫ ପ୍ରତିଶତ ଭୋଟ ପାଇଛନ୍ତି। ତାଙ୍କ ସହ ତାଙ୍କ ପ୍ୟାନେଲ ମଧ୍ୟ ବିଜୟ ଲାଭ କରିଛି। ବରିଷ୍ଠ ପ୍ରଶାସକ ଦିଲ୍ଲୀପ ରାଉତରାୟ ସମ୍ପାଦକ ଏବଂ ଯୁଗ୍ମ ସମ୍ପାଦକ ଭାବେ ଅଶୋକ ମିଶ୍ର ନିର୍ବାଚିତ ହୋଇଛନ୍ତି।
Sign in
Sign in
Recover your password.
A password will be e-mailed to you.
Comments are closed.