ଭୁବନେଶ୍ୱରରେ ଜିଲ୍ଲା ପରିଷଦ ସଭ୍ୟଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ଶିଶୁପାଳଗଡ଼ ଲକ୍ଷ୍ମୀବିହାରରେ ଜଣେ ବିଜେଡି ଜିଲ୍ଲା ପରିଷଦ ସଭ୍ୟଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ହେଲେ ଧର୍ମେନ୍ଦ୍ର ସାହୁ। ପୁରୀ ଜିଲ୍ଲା ନିମାପଡ଼ା ୧୧ ନମ୍ବର ଜୋନ୍ ର ଜିଲ୍ଲା ପରିଷଦ ସଭ୍ୟ ଥିଲେ ସାହୁ। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

Comments are closed.