ବଡ଼ ଖବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା

ନିଟ୍ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ବିରୋଧୀ ଦଳମାନେ ତାଙ୍କ ଇସ୍ତଫା ଦାବି କରୁଥିବା ବେଳେ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର।

ନିୟୁଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। ନିଟ୍ ପ୍ରଶ୍ନପତ୍ର ଲିକ୍ ଯୋଗୁଁ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ବିରୋଧୀ ଦଳମାନେ ତାଙ୍କ ଇସ୍ତଫା ଦାବି କରୁଥିବା ବେଳେ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର।

Comments are closed.