ବିହାର ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ଡେସ୍କ: ବିହାରର ନୂଆ ଏନଡିଏ ସରକାର ରାଜ୍ୟର ବିକାଶ ଏବଂ ଲୋକଙ୍କ ଆଶା ପୁରଣ ଦିଗରେ ସମସ୍ତ ପଦକ୍ଷେପ ଗ୍ରହଣ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମ୍ପୂର୍ଣ୍ଣ ସମର୍ପଣ ସହ ତାଙ୍କ ଟିମ ବିହାରବାସୀଙ୍କ ସେବା କରିବ ବୋଲି ଶ୍ରୀ ମୋଦୀ କହିଛନ୍ତି।

Comments are closed.