Browsing Category

ରାଜ୍ୟ

ଶିମିଳିପାଳରେ ହେବ କଳାବାଘ ସଫାରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଆମ ଓଡ଼ିଶାନିଉଜ ଆଲର୍ଟବଡ଼ ଖବର

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଖୁବ୍‌ଶୀଘ ପର୍ଯ୍ୟଟକମାନେ ସଫାରୀ ଭିତରେ ବିରଳ କଳାବାଘ ଦେଖିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ…

ଆଇପିଏସ ସ୍ତରରେ ଅଦଳବଦଳ, ସଂଜୀବ ପଣ୍ଡା ହେଲେ କଟକ-ଭୁବନେଶ୍ୱର ଟୁଇନ ସିଟି ପୁଲିସ କମିଶନର

ଡେସ୍କ: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ ଅଦଳବଦଳ କରିଛନ୍ତି। ସଂଜୀବ ପଣ୍ଡାଙ୍କୁ କଟକ-ଭୁବନେଶ୍ୱର ଟ୍ଵିନ ସିଟି ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ପୁଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି…

ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ: ବଦଳିଲେ ୧୭ ଜିଲ୍ଲାପାଳ

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି | ତେମଜେନୱାପଙ୍ଗ ଆଓ ପବ୍ଲିକ ଏଣ୍ଟରପ୍ରାଇଜେସ ସଚିବ ଭାବେ ନିଯୁକ୍ତି ମିଳିଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ବଦଳି କରାଯାଇଛି | ସେହିପରି ଶ୍ରୀକାନ୍ତ ପୃଷ୍ଟି…

୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ରାଜ୍ୟର ୬ଟି ଜିଲ୍ଲାରେ ସ୍ଥାୟୀ…

ରାମ ମନ୍ଦିରରେ ରାଜ୍ୟପାଳଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର: ଅଯୋଧ୍ୟାରେ ରାମ ଲାଲାଙ୍କ ମୂର୍ତ୍ତିର ପ୍ରାଣପ୍ରତିଷ୍ଠା ଉତ୍ସବକୁ ନେଇ ସମସ୍ତେ ଉତ୍ସାହର ସହ ପାଳନ କରିଥିବାବେଳେ ଓଡ଼ିଶା ରାଜ୍ୟପାଳ ମଧ୍ୟ ଏହି ଉତ୍ସବକୁ ପାଳନ କରିଛନ୍ତି । ରାମମୟ ହୋଇ ଶ୍ରୀରାମଚନ୍ଦ୍ରଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ପ୍ରାର୍ଥନା କରିଛନ୍ତି । ଭୁବନେଶ୍ୱର…

୧୩ଟି ଜିଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦…

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ…

ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୩୬୧ଟି ରୂପାନ୍ତରିତ ଉଚ୍ଚବିଦ୍ୟାଳୟ ଲୋକାର୍ପିତ

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଶନିବାର ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗୀର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା…

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଆଶାୟୀଙ୍କ ଧାରଣା ଜାରି,

ଭୁବନେଶ୍ବର: କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ଦ୍ୱିତୀୟ ଦିନରେ ଚାକିରି ଆଶାୟୀଙ୍କ ଆନ୍ଦୋଳନ ଜାରି ରହିଛି। କେଉଁ ଆଧାରରେ ପରୀକ୍ଷା ଫଳ ପ୍ରକାଶ ପାଇଛି? କାହାର କେତେ ମାର୍କ ଅଛି, ତାହା ଜାଣିବା ପାଇଁ ଶହଶହ ଚାକିରି ଆଶାୟୀ ଲୋୟର ପିଏମ୍ଜିରେ ଧାରଣା ଦେଇଛନ୍ତି। ସେପଟେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି।

ପୁରୀ: ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ମହାରାଜାଙ୍କ ଉପସ୍ଥିତିରେ ନଡ଼ିଆ ପିଟି ଏହାକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ଶ୍ରୀମନ୍ଦିରର ଚାରିଦ୍ବାର ବେଦ ଧ୍ବନୀରେ ପ୍ରକମ୍ପିତ ହୋଇଛି। ଦୀର୍ଘ ଶତାବ୍ଦୀର…

ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ଡେସ୍କ: ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆରମ୍ଭ ହୋଇଯାଇଛି। ଉତ୍ସବମୁଖର ହୋଇପଡ଼ିଛି ବରଗଡ଼ର କୋଣ ଅନୁକୋଣ। ସୋମବାର ସନ୍ଧ୍ୟାରେ ସାଂସଦ ସୁରେଶ ପୂଜାରୀ ଧୁନଯାତ୍ରାକୁ ଉଦ୍‌ଘାଟନ କରିଛନ୍ତି। ମଥୁରାନଗରୀରେ ଆଜିଠାରୁ ୧୧ ଦିନ ବ୍ୟାପୀ କଂସ ମହାରାଜଙ୍କ ରାଜୁତି ଚାଲିବ। ଚଳିତବର୍ଷ ବରଗଡ…