Browsing Category

ସ୍ୱତନ୍ତ୍ର

ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତି ବନ୍ଦ : ଗଠନ ହେବ ‘ଜିଲ୍ଲା ଟାସ୍କ ଫୋର୍ସ’

ଭୁବନେଶ୍ୱର : ରାସ୍ତାକଡ଼ରେ ଭିକ୍ଷାବୃତ୍ତି କରିବେ ନାହିଁ ଶିଶୁ। ଟ୍ରାଫିକ୍ ଛକ ହେଉ ଅବା ରାସ୍ତାକଡ଼ ଶିଶିମାନଙ୍କୁ ଭିକ୍ଷା ବୃତ୍ତି କରିବାକୁ ଦିଆଯିବନାହିଁ। ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ OSCPCR ଜାରିକଲା ନିର୍ଦ୍ଦେଶନାମା। ରାଜ୍ୟର ବିଭିନ୍ନ ସହରର ଟ୍ରାଫିକ ଛକ, ବସଷ୍ଟାଣ୍ଡ…

କ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ସତର୍କକଲା ପାଣି ପାଗ ବିଭାଗ

ଭୁବନେଶ୍ବର : ପଶ୍ଚିମ ଓଡ଼ିଶାର ଜିଲାଗୁଡିକରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବାବେଳେ ଆସନ୍ତା ୨୪ ଘଣ୍ଟା ପରେ କିଛି ଅଞ୍ଚଳରେ ଦିନ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ କମିପାରେ। କାରଣ ଉତ୍ତର-ପୂର୍ବ ଉତ୍ତର ପ୍ରଦେଶ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହିତ ଛତିଶଗଡ ଉପରେ…

ଓଡିଶା ସରକାର ସର୍ବ ପ୍ରଥମେ ଲ୍ଉଡି କୁ ଲୋକଳା ର ମାନ୍ୟତା ଦେବାକୁ ଅଲ ଓଡିଶା ଗୋପାଳ ସମାଜର ଦାବି

ବି.ବି.ନିୟୁଜ :   ଆମ ସଂସ୍କୃତି ଏକ ପ୍ରାଚିନ୍ ଓ ଶ୍ରେଷ୍ଠ ସଂସ୍କୃତି ,ଗୋପାଳ (ଯାଦବ)ମାନଙ୍କ କଳା ଓ ସଂସ୍କୃତି ମହାଭାରତ ଯୁଗର ଭଗବାନ ଶ୍ରୀକୃଷ୍ଣ ଗୋପପୁର୍ରେ ସୁଦାମ, ସୁବଲ୍ ,ସୁଦାମ,ମଧୁ ମଙ୍ଗଳ ପ୍ରଭୁତି ସାଥି ମାନଙ୍କୁ ଧରି ଦୁଇଟି ବାଡ଼ି ସାହାୟ୍ଯ ରେ ଲଉଦି ଖେଳୁ ଥିଲେ , ଏହା…

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ଧୀରେ ଧୀରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ଆରମ୍ଭ ହେଉଛି। ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଆକଳନ ହେଉଥିବା ବେଳେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆର୍ଥିକ ଅନଗ୍ରସର ପରିବାରଗୁଡ଼ିକୁ ସାମାଜିକ ସହାୟତା ପ୍ରଦାନ କରିବା ପାଇଁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ (MKBY) କୁ ଅଧିକ ସୁଦୃଢ଼ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି କଟକ ଏବଂ ସୁନ୍ଦରଗଡ଼ରେ ଜିଲ୍ଲା…

୨୧ରୁ ପରିବହନ ବିଭାଗର ସ୍ୱତନ୍ତ୍ର ଅଭିଯାନ

ଭୁବନେଶ୍ବର : ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ପରିବହନ ବିଭାଗ ପକ୍ଷରୁ ଆସନ୍ତା ୨୧ରୁ ସ୍ୱତନ୍ତ୍ର ଅଭିଯାନ ଚାଲିବ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦେଶକ୍ରମେ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ) ଏବଂ ଅତିରିକ୍ତ ଆର୍‌ଟିଓଙ୍କୁ…

ଓଡ଼ିଆଙ୍କୁ ଉଦ୍ଧାର ଲାଗି ପ୍ରୟାସ, ଟୋଲ୍ ଫ୍ରି ନମ୍ବର ଜାରି

ଭୁବନେଶ୍ୱର :   ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଛନ୍ତି। ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ ବେଗ ପ୍ରକାଶ କରିଛନ୍ତି। ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱାରପ କରି ମୁଖ୍ୟମନ୍ତ୍ରୀ ଏହି ଘଟଣା ଉପରେ ନଜର…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ପୂର୍ଣ୍ଣାଙ୍ଗ ଉତ୍କଳ ଉନ୍ନୟନ ନ୍ୟାସୀମଣ୍ଡଳର ମିଳିତ ଆନୁକୂଲ୍ୟରେ ପଡ଼ିଗାଁଓ, ରାୟଗଡ଼, ଛତିଶଗଡ଼ ଠାରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି। ଆଜି ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଦିବସ ଅବସରରେ “ବିଛିନ୍ନାଞ୍ଚଳରେ ଓଡ଼ିଆ ଭାଷା ଓ…

ମାସିକ ସାହିତ୍ୟ ଆସରରେ ଇ-ପତ୍ରିକା” “ସୂର୍ଯ୍ୟପ୍ରଭା” ଉନ୍ମୋଚିତ।

କଲକାତା ( ୧୨/୨): ଗତ ବୁଧବାର ସନ୍ଧ୍ୟାରେ ଲୋକାର୍ପିତ ହେଲା ମାସିକ ଇ- ପତ୍ରିକା "ସୂର୍ଯ୍ୟପ୍ରଭା" ର ଦ୍ଵିତୀୟ ବର୍ଷ ତୃତୀୟ ଅଙ୍କ । ସରସ୍ୱତୀ ବନ୍ଦନା ସହିତ ଉତ୍ସବର ଶୁଭାରମ୍ଭ କରିଥିଲେ ସମ୍ପାଦକ ଡା ବାମନ ଚନ୍ଦ୍ର ଦୀକ୍ଷିତ। ବିଶିଷ୍ଟ କବୟିତ୍ରୀ ଶ୍ରୀମତୀ ମୈତ୍ରେୟୀ କମିଳାଙ୍କ…

ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧: ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏନେଇ ସେ ଏକ୍ସରେ ଲେଖିଛନ୍ତି, “ଜମ୍ମୁ-କାଶ୍ମୀରରେ କାର୍ଯ୍ୟରତ ଥିବା ନୟାଗଡ଼ ଜିଲ୍ଲା ଆନନ୍ଦପଲ୍ଲୀ ଗାଁର ବୀର ଯବାନ ଜିତୁ ବେହେରାଙ୍କ ଅକାଳ ବିୟୋଗରେ ମୁଁ ଗଭୀର ଭାବେ…