Browsing Category

ସ୍ୱତନ୍ତ୍ର

୩୩ ପ୍ରଶ୍ନ ପଚାରିବେ ଜନଗଣନା ଅଧିକାରୀ ।

ଭୁବନେଶ୍ବର : ଜନଗଣନା ସମୟରେ ଜନଗଣନାକାରୀ ଅଧିକାରୀମାନେ କ’ଣ ସବୁ ପଚାରିବେ ତାହା ଗୃହ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତ ହୋଇଛି। ଘର, ପରିବାର ସଦସ୍ୟ, ଗାଡ଼ି, ଆସବାବପତ୍ର ଆଦି ସମ୍ପର୍କରେ ମୋଟ ୩୩ଟି ପ୍ରଶ୍ନ ପଚରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ଜନଗଣନା ସମୟରେ ପରିବାର ମୁଖ୍ୟଙ୍କୁ…

ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ।

ଭୁବନେଶ୍ବର : ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବିବାହ ପୂର୍ବରୁ ପରିବାର ଲୋକ ଝିଅର ସ୍ବୀକୃତି ନେବା ଜରୁରୀ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ କର୍ପସ’ ପିଟିସନ୍‌ର…

ପାଟନା ହାଇକୋର୍ଟ ର ମୁଖ୍ୟ ବିଚାରପତି ହେଲେ ଶ୍ରୀଯୁକ୍ତ ସଙ୍ଗମ କୁମାର ସାହୁ…

ପାଟନା : ପାଟନା ହାଇକୋର୍ଟ ର ମୁଖ୍ୟ ବିଚାରପତି ହେଲେ ଶ୍ରୀଯୁକ୍ତ ସଙ୍ଗମ କୁମାର ସାହୁ ।  ଓଡ଼ିଶାର ସଙ୍ଗମ କୁମାର ସାହୁ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ| ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବାସିନ୍ଦା।ସେ ଓଡ଼ିଶା…

ଉତ୍କଳଘଣ୍ଟ କବି ଯଦୁମଣି

ପ୍ରତ୍ୟୁତ୍ପନ ମତି ଉତ୍କଳ ଘଣ୍ଟ କବି ଯଦୁମଣି ମହାପାତ୍ର ନୟାଗଡ଼ ଜିଲ୍ଲା ଇଟାମାଟି ଗ୍ରାମରେ ୧୭୮୩ମସିହା ଜାନୁଆରୀ ମାସ ଆଠ ତାରିଖରେ ଜନ୍ମ ଗ୍ରହଣ କରିଥିଲେ l ସେ ରାଘବ ବିଳାସ ଓ ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର ନାମକ ଦୁଇଗୋଟି ବୃହତ୍ କାବ୍ୟ, ଅନେକ ଚଉପଦୀ ଓ କ୍ଷୁଦ୍ରଗୀତ ରଚନା କରିଛନ୍ତି l…

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା…

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ: ଭାରତର ୫୩ତମ ପ୍ରଧାନ ବିଚାରପତି (ସି​‌େ​‌ଜଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ…

ପୁଣି ଇଟାଲୀ ଭାଷାରେ ଅନୁଦିତ ହେଲା ଡ଼.ଭବାନୀ ଶଙ୍କର ନିଆଲଙ୍କ କବିତା

ମହୁରି ସାହିତ୍ୟ ପତ୍ରିକାର ମୁଖ୍ୟ ସମ୍ପାଦକ କବି ଡ଼. ଭବାନୀ ଶଙ୍କର ନିଆଲଙ୍କ ଦୁଇଟି ଓଡ଼ିଆ କବିତା 'କାଲି ଯାହା ସତ ଥିଲା ଆଜି ମିଛ' ଓ 'କାନ୍ଦିଛି କେଉଁ ଶତାଦ୍ଧି ରେ ଜଣା ନାହିଁ' କୁ ଇମାନୁଏଲ ରିଜ୍ଜୋ ଇଟାଲୀ ଭାଷାରେ ଅନୁବାଦିତ କରିଛନ୍ତି । ଏହି କବିତାକୁ ଇଂରାଜୀ ଭାଷାରେ ପ୍ରଫେସର…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ…

ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ଵ ଥିଲେ

ଇଞ୍ଜିନିୟର ସ୍ବର୍ଗତଃ ପୂର୍ଣ୍ଣ ଚନ୍ଦ୍ର ରଥ ଜଣେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ । ତାଙ୍କର ମହତ ଜୀବନ ଏବଂ ଉତ୍ତମ ଆଦର୍ଶ ଯୁଗ ଯୁଗ ପାଇଁ ଆମର ଭବିଷ୍ୟତ ପୀଢ଼ି କୁ ପ୍ରେରଣା ଓ ପ୍ରୋତ୍ସାହନ ଯୋଗାଇ ଚାଲିଥିବ । ଏକାଧାରରେ ସେ ଜଣେ ସରଳ, ନିଷ୍ଠାପର, ସଚ୍ଚୋଟ, କର୍ମଠ,…

ଏସୀୟ କ୍ରୀଡ଼ାରେ ଭାରତକୁ ରୌପ୍ୟ ପଦକ।

ଚୀନର ହାଙ୍ଗଝୌରେ ଏସୀୟ କ୍ରୀଡ଼ାର ଊନବିଂଶତମ ସଂସ୍କରଣ ଆରମ୍ଭ ହୋଇଯାଇଥିବା ବେଳେ ରୌପ୍ୟ ପଦକରୁ ଅଭିଯାନ ଆରମ୍ଭ କରିଛି ଭାରତ। ଶୁଟିଂରେ ମହିଳା ଟିମ୍‌କୁ ମିଳିଛି ରୌପ୍ୟ ପଦକ। ୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ମିଳିଛି ଏହି ସଫଳତା। ମେହୁଲି ଘୋଷ, ରମିତା ଓ ଅଶି ଚୋକ୍ସି ଜିତିଛନ୍ତି…