Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟବ୍ୟାପୀ ସଡ଼କ ସୁରକ୍ଷା ଅଭିଯାନ : ପ୍ରଥମ ଦିନରେ ୯ କୋଟିର ଚାଲାଣ
ଭୁବନେଶ୍ଵର : ରାଜ୍ୟବ୍ୟାପୀ ସଡ଼କ ସୁରକ୍ଷା ଅଭିଯାନର ପ୍ରଥମ ଦିନରେ କଡ଼ାକଡ଼ି ଚେକିଂ। ଗୋଟିଏ ଦିନରେ କଟିଲା ୧୭ ହଜାର ୮୩୧ ଚାଲାଣ। ମୋଟ୍ ୯ କୋଟି ୫୭ ଲକ୍ଷ ୫୯ ହଜାର ୫୦୪ଟଙ୍କାର ଜରିମାନା ଲାଗୁ ହୋଇଛି। ଏଥିସହ ୬୪ଟି ଗାଡ଼ି ଅଟକ ରଖିଛି ପରିବହନ ବିଭାଗ।
ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ…
ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟରେ ହେବ ୧୫,୦୦୦ କିଲୋମିଟର ବିଶ୍ୱସ୍ତରୀୟ ରାସ୍ତା
ଭୁବନେଶ୍ବର : ବଜେଟ ଆଲୋଚନାରେ ଗତକାଲି ପୂର୍ତ୍ତମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ନିଜ ବିଭାଗର ଖର୍ଚ୍ଚଦାବୀ ଉପସ୍ଥାପିତ କରିଥିଲେ। ଏଥିରେ ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟରେ ୧୫,୦୦୦ କିଲୋମିଟର ବିଶ୍ୱସ୍ତରୀୟ ରାସ୍ତା ନିର୍ମାଣ ହେବ ବୋଲି ପୂର୍ତ୍ତ ମନ୍ତ୍ରୀ କହିଛନ୍ତି। ବଜେଟ ଉପସ୍ଥାପନା ପରେ ଏକ…
ଗାଡ଼ି ଜରିମାନା ବକେୟା ଇ-ଚାଲାଣରେ ୫୦% ରିହାତି।
ଭୁବନେଶ୍ୱର : ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ ନୂତନ ବିଜ୍ଞପ୍ତି ଅନୁଯାୟୀ, ଆଗାମୀ ଜାତୀୟ ଲୋକ ଅଦାଲତରେ ପୁରୁଣା ଇ-ଚାଲାଣ ଏବଂ ଟ୍ରାଫିକ୍ ଜରିମାନା ଉପରେ ବ୍ୟାପକ ରିହାତି ମିଳିବ। ଦୀର୍ଘ ଦିନ ଧରି ଅଦାଲତରେ ପଡ଼ି ରହିଥିବା ହଜାର ହଜାର ମାମଲାର ସମାଧାନ କରିବା ସହ ବିଚାର…
ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥୋରିଟି ବୈଠକରେ ୨୩ ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ବର : ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥୋରିଟି (SLSWCA) ବୈଠକରେ ୨୩ ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏଥିରେ ୪,୫୧୦. ୬୫ କୋଟି ଟଙ୍କାର ପୁଞ୍ଜି ନିବେଶ ପ୍ରସ୍ତାବ ରହିଛି। ଏହି ପ୍ରକଳ୍ପଗୁଡ଼ିକ ଦ୍ବାରା ୧୦ ହଜାରରୁ ଉର୍ଦ୍ଦ୍ବ ନିଯୁକ୍ତି ସୁଯୋଗ ସୃଷ୍ଟି…
ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତି ବନ୍ଦ : ଗଠନ ହେବ ‘ଜିଲ୍ଲା ଟାସ୍କ ଫୋର୍ସ’
ଭୁବନେଶ୍ୱର : ରାସ୍ତାକଡ଼ରେ ଭିକ୍ଷାବୃତ୍ତି କରିବେ ନାହିଁ ଶିଶୁ। ଟ୍ରାଫିକ୍ ଛକ ହେଉ ଅବା ରାସ୍ତାକଡ଼ ଶିଶିମାନଙ୍କୁ ଭିକ୍ଷା ବୃତ୍ତି କରିବାକୁ ଦିଆଯିବନାହିଁ। ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ OSCPCR ଜାରିକଲା ନିର୍ଦ୍ଦେଶନାମା। ରାଜ୍ୟର ବିଭିନ୍ନ ସହରର ଟ୍ରାଫିକ ଛକ, ବସଷ୍ଟାଣ୍ଡ…
ରାଜ୍ୟ ଆଇନଜୀବୀ ପରିଷଦର ସାଧାରଣ ବୈଠକ ନିଷ୍ପତ୍ତି : ମାର୍ଚ୍ଚ ୨୮ରେ ରାଜ୍ୟର ସମସ୍ତ ୧୫୮ଟି ଅନୁବନ୍ଧିତ ବାର ଆସୋସିଏସନର…
କଟକ : ରାଜ୍ୟ ଆଇନଜୀବୀ ପରିଷଦର ସାଧାରଣ ବୈଠକ ନିଷ୍ପତ୍ତି ଅନୁଯାୟୀ ଚଳିତବର୍ଷ ମାର୍ଚ୍ଚ ୨୮ରେ ରାଜ୍ୟର ସମସ୍ତ ୧୫୮ଟି ଅନୁବନ୍ଧିତ ବାର ଆସୋସିଏସନର ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ୩୮,୮୮୩ ଭୋଟର ମତଦାନ କରିବେ। ଏ ସଂକ୍ରାନ୍ତରେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ଅଧ୍ୟକ୍ଷ…
ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ଶୀଘ୍ର ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ…
ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍ର ଶୁଭାରମ୍ଭ
ଭୁବନେଶ୍ଵର : ଆନ୍ତର୍ଜାତୀୟ ମହିଳା ଦିବସ ସମାରୋହର ଏକ ଅଂଶ ସ୍ୱରୂପ, ଗୁଣ୍ଟୁର-ରାୟଗଡା ଏକ୍ସପ୍ରେସ୍ ବିଶାଖାପାଟଣାରୁ ରାୟଗଡ଼ ପର୍ଯ୍ୟନ୍ତ ସମସ୍ତ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହୋଇଥିଲା, ଯାହା ରେଳ ପରିଚାଳନାରେ ମହିଳାଙ୍କ ବର୍ଦ୍ଧିତ ଅଂଶଗ୍ରହଣ ଏବଂ ନେତୃତ୍ୱକୁ ପ୍ରଦର୍ଶିତ…
‘ଗୋ-ହୋମଷ୍ଟେ’ ପୋର୍ଟାଲ୍ ଶୁଭାରମ୍ଭ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର : ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ (Go-Homestay) ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…
ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ମନମୋହନ-ସୁଜିତ୍-ଦିଲ୍ଲୀପ୍
ଭୁବନେଶ୍ଵର : ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି। ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ…