Browsing Category

ରାଜ୍ୟ

ଦୁଇ ଦିନ ପରେ ସ୍ୱାଭାବିକ ହେଲା ପ୍ରଶ୍ନକାଳ: ଗୃହରେ ଜଳ ସମ୍ପଦ ବିଭାଗ ଉପରେ ଆଲୋଚନା ଜାରି

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନରେ ସ୍ବାଭାବିକ ଚାଲିଛି ଗୃହ କାର୍ଯ୍ୟ। ଚାଲିଛି ପ୍ରଶ୍ନକାଳ। ପାନୀୟ ଜଳ ଯୋଗାଣ, ଜଳ ସେଚନ ଓ ଜଳ ସଂରକ୍ଷଣ ନେଇ ଗୃହରେ ସରଗରମ ଆଲୋଚନା  ଜାରି ରହିଛି। ପଦ୍ମନାଭ ବେହେରାଙ୍କ ଏକ ପ୍ରଶ୍ନରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି,…

ନବ ଦାସ ହତ୍ୟାକାଣ୍ଡ ତଦନ୍ତରେ ଏଫବିଆଇର ସହାୟତା ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ତଦନ୍ତ ଲାଗି ଆମେରିକୀୟ ଅନୁସନ୍ଧାନକାରୀ ଏଜେନ୍ସି ଫେଡେରାଲ୍ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍ ( ଏଫବିଆଇ)ର ସହାୟତା ନିଆଯିବ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପୁଲିସ ଏଏସଆଇ ଗୋପାଳ ଦାସର ମାନସିକ ସ୍ଥିତିର ପୁଙ୍ଖାନୁପୁଙ୍ଖ ସମୀକ୍ଷା…

ଗଣିକା ଆମ୍ରପଲ୍ଲୀ

ପୂର୍ବ କାଳରେ ବୈଶାଳୀ ଏକ ସମୃଦ୍ଧ ଗଣରାଜ୍ୟ ଥିଲା l ସୁଶାସନରେ ପ୍ରଜା ମାନେ ସୁଖରେ କାଳ କାଟୁଥିଲେ l ବୈଶାଳୀ ନଗର ଉପକଣ୍ଠରେ ଏକ ସୁନ୍ଦର ଆମ୍ରବନ ଥିଲା l ଦିନେ ଏହି ବନମଧ୍ୟରେ କେହି ଜଣେ, ଏକ ସଦ୍ୟ ଜାତ କନ୍ୟା ସନ୍ତାନକୁ ପକାଇ ଦେଇ ଗଲା l ସେହି ଆମ୍ର ବନର ରକ୍ଷକ ଥିଲେ ଅତ୍ୟନ୍ତ ଦୟାଳୁ l…

କେନ୍ଦୁଝରରେ ଉନ୍ନତମାନର ଚିକିତ୍ସା ସୁବିଧା ମିଳିପାରିବ, ଜିଲ୍ଲାବାସୀଙ୍କୁ ଆଉ କଟକ-ଭୁବନେଶ୍ବର ଯିବାକୁ ପଡ଼ିବନି:…

କେନ୍ଦୁଝର : କେନ୍ଦୁଝରରେ ମେଡିକାଲ କଲେଜ ସହ ଏକ କ୍ୟାନସର ଚିକିତ୍ସା କେନ୍ଦ୍ର ଓ ନର୍ସିଂ କଲେଜ ପାଇଁ ଭିତ୍ତିଭୂମି ଦିଆଯାଇଛି ଏବଂ ଏହା ଖୁବଶୀଘ୍ର ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଗସ୍ତ କରି ସେଠାରେ ନବନିର୍ମିତ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲ ଲୋକାର୍ପଣ…

ଆଉ ଦୁଇଦିନ ଜାଡ଼ରେ ଥରିବ ସାରା ରାଜ୍ୟ: ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି କମିବ

ଭୁବନେଶ୍ବର: ଆଉ ଦୁଇଦିନ ଜାଡ଼ରେ ଥରିବ ସାରା ରାଜ୍ୟ। ୨/୩ ଦିନ ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି କମିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭…

ପୁଲିସ୍ କବଜାରେ ଇରାନୀ ଗ୍ୟାଙ୍ଗ: ୫ ବାଇକ ଓ ୧୭ଟି ସୁନା ଚେନ ଜବତ

ଭୁବନେଶ୍ୱର: ସ୍ପେସାଲ ସ୍କ୍ବାଡ୍ ହାତରେ ଇରାନୀ ଗ୍ୟାଙ୍ଗ। ଏହି ଗ୍ୟାଙ୍ଗ ନିକଟରୁ ୫ଟି ବାଇକ ଓ ୧୭ଟି ସୁନା ଚେନ ଜବତ କରିଛି ପୁଲିସ। ଆନ୍ଧ୍ର ପୁଲିସ ଏମାନଙ୍କୁ ଗତ ଛଅ ମାସ ହେଲା ଖୋଜୁଥିଲା। କେବଳ କମିସନରେଟ ପୁଲିସ ଅଞ୍ଚଳରେ ଏମାନଙ୍କ ନାଁରେ ୨୦ରୁ ଅଧିକ ମାମଲା ରହିଛି। ଏହାଛଡ଼ା ଅନୁଗୁଳ,…

ମଡେଲ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ: ବହୁଚର୍ଚ୍ଚିତ ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟଣାର କ୍ରାଇମ ବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତିନିମାସ ଭିତରେ ତଦନ୍ତ ଶେଷ କରିବାକୁ ହାଇକୋର୍ଟ କହିଛନ୍ତି। ସୌମ୍ୟଙ୍କ ଭଉଣୀ ସୌଭାଗ୍ୟଲକ୍ଷ୍ମୀ ପାଣିଗ୍ରାହୀଙ୍କ ଆବେଦନର ଶୁଣାଣି କରି ହାଇକୋର୍ଟ…

ଆଜିଠୁ ବଢ଼ିବ ଶୀତ

ଭୁବନେଶ୍ବର : ରାଜ୍ୟକୁ ଶୀତ ଫେରିଛି। ତାପମାତ୍ରା ଧୀ‌ରେ ଧୀରେ ଖସିବା ଆରମ୍ଭ ହୋଇଗଲାଣି। ୨୪ ଘଣ୍ଟା ପରେ ତାପମାତ୍ରା ୩ରୁ ୫ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ। ଫଳରେ ଶୀତର ପ୍ରକୋପ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତରାତିରେ ଦ୍ବୈତନଗରୀ ଭୁବନେଶ୍ବର…

ରେଳବାଇ ସେବାରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର

ଭୁବନେଶ୍ୱର: ପୂର୍ବତଟ ରେଳବାଇର ରେଲୱେ ଟ୍ରାଫିକ ସର୍ଭିସ(ଆଇଆରଟିଏସ) ଅଫିସର ମନୋଜ କୁମାର ମିଶ୍ର ରେଳବାଇ ସେବାରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫାକୁ ରାଷ୍ଟ୍ରପତି ସ୍ୱୀକାର କରିଛନ୍ତି। ଏନେଇ ନେଇ କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି ହୋଇଛି। ତେବେ ଶ୍ରୀ ମିଶ୍ର…

ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ୍ ନୁହେଁ, ଏକ ପବିତ୍ର ଦାୟିତ୍ଵ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଥିଲେ ଯେ ୨୦୦୧ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ…