Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର : ପୂର୍ବ ଭାରତ ମହାସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଆସନ୍ତା ୨୪ଘଣ୍ଟା ମଧ୍ୟରେ ଶ୍ରୀଲଙ୍କାରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ସୃଷ୍ଟ ଲଘୁଚାପ…
ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ମୁଁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍…
ଅଧ୍ୟାପକଙ୍କୁ ୟୁଜିସି ହାରରେ ଦରମା ପ୍ରଦାନ ପାଇଁ ରାଜ୍ୟ ଶିକ୍ଷା ନିର୍ଦେଶକ ବିଧିବଦ୍ଧ ନିଷ୍ପତ୍ତି ନେବାକୁ…
ନୂଆଦିଲ୍ଲୀ : ଅଧ୍ୟାପକଙ୍କୁ ୟୁଜିସି ହାରରେ ଦରମା ପ୍ରଦାନ ପାଇଁ ରାଜ୍ୟ ଶିକ୍ଷା ନିର୍ଦେଶକ ବିଧିବଦ୍ଧ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ବିଚାରପତି ଜେ.କେ ମାହେଶ୍ବରୀ ଓ ଅତୁଲ ଏସ ଚନ୍ଦୁର୍କରଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। ଓଡ଼ିଶା…
ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ନୂତନଭାବେ ଯୋଗଦେଇଥିବା ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପାଇଁ…
ଭୁବନେଶ୍ବର : ଆଜି କିଟ୍ ବିଶ୍ୱବିଦ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ନୂତନଭାବେ ଯୋଗଦେଇଥିବା ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପାଇଁ ଆରମ୍ଭ ହେଲା ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଏକ ମାସ ଧରି ଚାଲିବ। ଏହି ପ୍ରଶିକ୍ଷଣ…
ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଟ୍ବିନସିଟିରେ ଘନ କୁହୁଡ଼ି
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଟ୍ବିନସିଟିରେ ଘନ କୁହୁଡ଼ି। ସକାଳୁ ସକାଳୁ ଭୁବନେଶ୍ୱର ଓ କଟକରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ପ୍ରବଳ କୁହୁଡିରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଥିଲା। ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ କ୍ଷମତା ଶୂନ ରହିଛି। ରାସ୍ତାଘାଟ…
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ
ଭୁବନେଶ୍ବର : ଚଳିତ ମାସ ୧୭ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ହେବ। ପୂର୍ବାହ୍ଣ ସାଢେ ୧୧ଟାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, ସରକାରୀ ମୁଖ୍ୟ…
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି
ଭୁବନେଶ୍ୱର : ଓମ୍ଫେଡ୍। ଓଡିଆ ଅସ୍ମିତାର ପ୍ରତୀକ। ଶୁଦ୍ଧତାର ନିଦର୍ଶନ। ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀଙ୍କର କଠୋର ପରିଶ୍ରମର ଫଳ। ଏହା ପୁଣି ଥରେ ପ୍ରମାଣିତ ହୋଇଛି। ପବିତ୍ର ଜାଗର ଯାତ୍ରା ଅବସରରେ ଓମ୍ଫେଡ୍ ୧୨ ହାଜାର ଲିଟରରୁ ଅଧିକ ଘିଅ ବିକ୍ରି କରିଛି। ଗୋଟିଏ ଦିନରେ ଏତେ ପରିମାଣର ଘିଅ ବିକ୍ରି…
ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ
ଭୁବନେଶ୍ଵର : ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍. ରାଜପୁତ ବିଭାଗର ଦାୟିତ୍ୱ ଗ୍ରହଣ କରିବା ପରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳ ଗସ୍ତ କରି ପ୍ରମୁଖ ବିମାନ ଚଳାଚଳ ଏବଂ ପରିବହନ ପ୍ରକଳ୍ପଗୁଡ଼ିକର ସ୍ଥିତି ସମୀକ୍ଷା କରିଛନ୍ତି। ରାଜପୁତ ଉତ୍କେଲା…
ସୋମବାରଠୁ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି
ଭୁବନେଶ୍ଵର : ୧୪/୦୨ - ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି। ଆଧାର ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆସନ୍ତା ସୋମବାର ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ତରଫରୁ ଓକାକ ଟାୱାର, ପଠାଣି…
ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ – କାର୍ଯ୍ୟକ୍ରମର ଶୁଭାରମ୍ଭ
ଭୁବନେଶ୍ଵର : ରାଜ୍ୟର ପ୍ରାଥମିକ କୃଷି ସମବାୟ ସମିତି ଗୁଡିକୁ ଡିଜିଟାଲ ଭାବେ ସୁଦୃଢ କରିବା ଉଦ୍ଦେଶ୍ୟରେ “ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମ ଭୁବନେଶ୍ଵରର ଲୋକସେବା କନଭେନସନ୍ ହଲ୍ ରେ ଶୁଭାରମ୍ଭ ହୋଇଛି। କେନ୍ଦ୍ର ସରକାର ସମବାୟ…