Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ
ଭୁବନେଶ୍ଵର : ଆଜି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ଶୁଭାରମ୍ଭ ହୋଇଯାଇଛି। ବିନୟତୋଷ ମିଶ୍ର, ଆଇପିଏସ, ଡିଜିପି, କ୍ରାଇମବ୍ରାଞ୍ଚ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିବା ସହ…
ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ:
ଭୁବନେଶ୍ୱର : ପୁଣି ଥରେ ବିଜେଡି ସୁପ୍ରିମୋ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନିକଟରେ ଅରବିନ୍ଦ ମହାପାତ୍ର ଏବଂ ସନାତନ ମାହକୁଡଙ୍କୁ ନିଲମ୍ବନ କରି ନବୀନ ଚର୍ଚ୍ଚାରେ ରହିଛନ୍ତି। କିଛିଦିନ ବ୍ୟବଧାନରେ ନବୀନ ପୁଣି ଥର ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଜି ଦଳ ବିରୋଧୀ କାର୍ଯ୍ୟ…
ଖୁବ୍ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ
ଭୁବନେଶ୍ୱର: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି…
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ
ଭୁବନେଶ୍ଵର, : ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ପାଇଁ ଅର୍ଥନୈତିକ କରିଡର ଶୁଭାରମ୍ଭ। ଓଡ଼ିଶା ଭିଜନ ୨୦୪୭ର ମୁଖ୍ୟ ଗ୍ରୋଥ୍ ଇଞ୍ଜିନ ହେବ ବିସିପିପିଇଆର। ଲୋକସେବା ଭବନରେ ବିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…
ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନ
ପୁରୀ : ଶ୍ରମିକ କଲ୍ୟାଣ କେବଳ ଏକ ସାଂଗଠନିକ କାର୍ଯ୍ୟ ନୁହେଁ, ବରଂ ଏହା ଏକ ଦାୟିତ୍ୱବାନ ବୈଚାରିକ ଆନ୍ଦୋଳନ ଯାହା ରାଷ୍ଟ୍ର ନିର୍ମାଣର ମୂଳଦୁଆ ସଦୃଶ। ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାବନ ଧାମ ପୁରୀ ଠାରେ ଆୟୋଜିତ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ତ୍ରୈବାର୍ଷିକ ଅଧିବେଶନରେ…
ସାରା ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସାରା ରାଜ୍ୟରେ ପାଳନ କରାଯିବ ଓଡ଼ିଆ ପକ୍ଷ। ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ନେଇ ଏପ୍ରିଲ ୧୪ ତାରିଖ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ।
ଗତବର୍ଷ ପ୍ରଥମ ଥର ପାଇଁ…
ଜନଜାତିଙ୍କ ସଂଖ୍ୟା ଏବଂ ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ
ନୂଆଦିଲ୍ଲୀ: ରାଜ୍ୟସଭା ସଦନରେ କେନ୍ଦ୍ର ମନ୍ତ୍ରୀ ଜୁଆଲ ଓରାମ ଏକ ବିବୃତ୍ତି ଉପସ୍ଥାପନ କରିଥିଲେ ଯେ, ୨୦୧୧ ଜନଗଣନା ଅନୁଯାୟୀ, ସର୍ବଶେଷ ଉପଲବ୍ଧ ତଥ୍ୟ ଅନୁସାରେ ଓଡ଼ିଶାରେ ବସବାସ କରୁଥିବା ଅନୁସୂଚିତ ଜନଜାତି (ଏସଟି)ଙ୍କ ମୋଟ ସଂଖ୍ୟା ୯୫,୯୦,୭୫୬।
ଜନଜାତି ସମ୍ପ୍ରଦାୟର କଲ୍ୟାଣ ଏବଂ…
ଗାଁ ଦାଣ୍ତରେ ଚାଲିଚାଲି ଗଲେ ରାଷ୍ଟ୍ରପତି
ବି.ବି.ନିୟୁଜ: ୩ ଦିନିଆ ମୟୂରଭଞ୍ଜ ଗସ୍ତରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଦ୍ବିତୀୟ ଦିବସରେ ରାଷ୍ଟ୍ରପତି ପାହାଡପୁର ଗସ୍ତ କରିଛନ୍ତି। ପାରମ୍ପରିକ ନୂତ୍ୟ ଓ ବାଦ୍ୟଯନ୍ତ୍ର ରେ ପାହାଡପୁରବାସୀ ସ୍ବାଗତ କରିଛନ୍ତି। ସେଠାରେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ସେ ନିଜେ…
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା
ବି.ବି.ନିୟୁଜ : ଏଣିକି ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା। ଏ ନେଇ ଆଜି ବଡ ସୂଚନା ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ୨୪ ଘଣ୍ଟିଆ ସେବା ଯୋଗାଇ ଦେବ ବିଭାଗ। ହ୍ଵାଟସ୍ ଆପ୍ରେ ଜମିଜମା ବାବଦରେ ସବୁ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ଦୁର୍ନୀତି ଅଭିଯୋଗ ଆସିଲେ ବଡ଼…
ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୪ ଫେବୃଆରୀ, ୨୦୨୬) ରାଇରଙ୍ଗପୁରଠାରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ ଉଦଘାଟନ କରିଛନ୍ତି। ଏଥିସହିତ ସେ ଆୟୁଷ ହସ୍ପିଟାଲ ତଥା ଆୟୁର୍ବେଦିକ କଲେଜ, ଓଡିଶା କୃଷି ଓ ବୈଷୟିକ…