Browsing Category

ରାଜ୍ୟ

ସରକାରୀ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ପାଳନକୁ କଢ଼ା ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ସରକାରୀ, ଅର୍ଦ୍ଧ–ସରକାରୀ ଓ PSU ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ସମ୍ପର୍କିତ ନିୟମକୁ ସଠିକ୍ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର କଢ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ପକ୍ଷରୁ ୨୭ ଜାନୁଆରୀ ୨୦୨୬ ତାରିଖରେ ଜାରି…

ଆସନ୍ତା ମାର୍ଚ୍ଚ ସୁଦ୍ଧା ଓଡ଼ିଶା ସମେତ ଦେଶକୁ ମାଓମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ

ଭୁବନେଶ୍ୱର :  ଆସନ୍ତା ମାର୍ଚ୍ଚ ସୁଦ୍ଧା ଓଡ଼ିଶା ସମେତ ଦେଶକୁ ମାଓମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଲକ୍ଷ୍ୟ ପୂରଣ ଲାଗି ହାତରେ ରହିଛି ମାତ୍ର ୨ ମାସ ‌ସମୟ। ମାଓବାଦୀଙ୍କ ଅନୁପ୍ରବେଶ ଓ ଓଡ଼ିଶାରେ ସକ୍ରିୟ ଥିବା ମାଓବାଦୀଙ୍କୁ ଦମନ ଲାଗି ଉଦ୍ୟମ ଚାଲିଛି।…

ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ

 ଗଞ୍ଜାମ : ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର…

ଫେବୃଆରୀ ୧୭ରୁ ଓଡିଶା ବିଧାନସଭାର ବଜେଟ ଅଧିବେଶ

ଭୁବନେଶ୍ଵର: ଚଳିତ ବର୍ଷ ଫେବୃଆରୀ ୧୭ ତାରିଖରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏପ୍ରିଲ ୮ ତାରିଖ ଯାଏଁ ଏହି ବଜେଟ ଅଧିବେଶନ ଚାଲିବ। ତେବେ ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବୃଆରୀ ୨୦ ତାରିଖରେ ଆର୍ଥିକ ବର୍ଷ ୨୦୨୬-୨୭ ର ବଜେଟ ଆଗତ ହେବ। ପ୍ରଥମ ଦିନ ଗୃହରେ…

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ

ଭୁବନେଶ୍ଵର: କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଆଭାସୀ ମାଧ୍ୟମରେ ସାମିଲ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା…

ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ :

ଭୁବନେଶ୍ଵର : ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ ଅଜୟ ବାଙ୍ଗା ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ବୈଠକରେ ଉଭୟ ରାଜ୍ୟର ବିକାଶ ସମ୍ପର୍କିତ ନୀତି ଗୁଡିକ ବିଷୟରେ ଆଲୋଚନା ହୋଇଛି। ଏହା ସହ ରାଜ୍ୟ ଓ ବିଶ୍ୱବ୍ୟାଙ୍କ ମଧ୍ୟରେ ସହଭାଗୀତା ବୃଦ୍ଧି ନେଇ…

ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯।୧: ଯବାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏନେଇ ସେ ଏକ୍ସରେ ଲେଖିଛନ୍ତି, “ଜମ୍ମୁ-କାଶ୍ମୀରରେ କାର୍ଯ୍ୟରତ ଥିବା ନୟାଗଡ଼ ଜିଲ୍ଲା ଆନନ୍ଦପଲ୍ଲୀ ଗାଁର ବୀର ଯବାନ ଜିତୁ ବେହେରାଙ୍କ ଅକାଳ ବିୟୋଗରେ ମୁଁ ଗଭୀର ଭାବେ…

ଡ଼ିଶାରେ ଜିଓ ଏଆଇ କ୍ଲାସରୁମ୍ ପ୍ରୋଗ୍ରାମ ଜରିଆରେ ହଜାର ହଜାର ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ…

ଭୁବନେଶ୍ୱର : ‘ସମସ୍ତଙ୍କ ପାଇଁ ଏଆଇ’ ମିଶନର ଅଂଶ ସ୍ୱରୂପ, ରିଲାଏନ୍ସ ଜିଓ ସାରା ଓଡ଼ିଶାରେ ଜିଓ ଏଆଇ କ୍ଲାସରୁମ୍ ପ୍ରୋଗ୍ରାମ ଜରିଆରେ ହଜାର ହଜାର ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ଏକ ବ୍ୟାପକ ଅଭିଯାନ ଆରମ୍ଭ କରିଛି। ସାରା ଓଡ଼ିଶାରେ ୬୫୦ରୁ ଅଧିକ…

ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ।

ଭୁବନେଶ୍ୱର : ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ…

ରାଜ୍ୟରେ କଣ୍ଟ୍ରାକ୍ଟର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ 3.0 ର ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

ଭୁବନେଶ୍ଵର : ରାଜ୍ୟରେ କଣ୍ଟ୍ରାକ୍ଟର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ (CDMS) 3.0 ର ଶୁଭାରମ୍ଭ କରିଛନ୍ତି ପୂର୍ତ୍ତ ଏବଂ ଆଇନ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଲୋକସେବା ଭବନଠାରେ କଣ୍ଟ୍ରାକ୍ଟର ପରିଚାଳନା ବ୍ୟବସ୍ଥାକୁ ଅଧିକ ସରଳ, ସ୍ଵଚ୍ଛ ଏବଂ କାର୍ଯ୍ୟକ୍ଷମ କରିବା ଉଦ୍ଦେଶ୍ୟରେ…