Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୩୩ ପ୍ରଶ୍ନ ପଚାରିବେ ଜନଗଣନା ଅଧିକାରୀ ।
ଭୁବନେଶ୍ବର : ଜନଗଣନା ସମୟରେ ଜନଗଣନାକାରୀ ଅଧିକାରୀମାନେ କ’ଣ ସବୁ ପଚାରିବେ ତାହା ଗୃହ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତ ହୋଇଛି। ଘର, ପରିବାର ସଦସ୍ୟ, ଗାଡ଼ି, ଆସବାବପତ୍ର ଆଦି ସମ୍ପର୍କରେ ମୋଟ ୩୩ଟି ପ୍ରଶ୍ନ ପଚରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ଜନଗଣନା ସମୟରେ ପରିବାର ମୁଖ୍ୟଙ୍କୁ…
ମରୁଡ଼ି ପ୍ରଶମନ ପ୍ରକଳ୍ପ ପାଇଁ ୧୪୧.୫୦ କୋଟିର ବୁଝାମଣା ସ୍ୱାକ୍ଷର କଲା ଓଡିଶା
ଭୁବନେଶ୍ଵର : ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ (DAFE) ଓ ଜାତୀୟ ମରୁଡ଼ି ପ୍ରଶମନ ପ୍ରକଳ୍ପ (NDMP) ଅନ୍ତର୍ଗତ ‘ଓଡିଶା କୃଷି ମରୁଡ଼ି ପ୍ରଶମନ କାର୍ଯ୍ୟକ୍ରମ (OADMP)’ ଉପରେ NDMA ଓ OSDMA ସହାୟତା ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (NDMF) ମାଧ୍ୟମରେ ପାଣ୍ଠି…
ଜାତୀୟ ପୁରସ୍କାର ପାଇବାକୁ ଓଡ଼ିଶାର ହିର୍ଲି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ମନୋନିତ
ଭୁବନେଶ୍ୱର : ସାରା ଦେଶର 800 ରୁ ଅଧିକ ବିଦ୍ୟାଳୟରେ ଅନୁଷ୍ଠିତ ମଡେଲ ଯୁବ ଗ୍ରାମ ସଭା କାର୍ଯ୍ୟକ୍ରମରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲା ହିର୍ଲିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଦ୍ୱିତୀୟ ପୁରସ୍କାର ହାସଲ କରିଛି। ତୃଣମୂଳ ସ୍ତରରେ ଛାୟା ଗ୍ରାମସଭା ଆୟୋଜନ କରି ଏଥିରେ ବିଦ୍ୟାଳୟ…
ନବୀନ ନିବାସ ଆଗରେ ଅରବିନ୍ଦଙ୍କ ସମର୍ଥକଙ୍କ ଭିଡ଼
ଭୁବନେଶ୍ୱର : ନବୀନ ନିବାସ ଆଗରେ ଭିଡ଼ ଲଗାଇଛନ୍ତି ବିଜେଡିରୁ ନିଲମ୍ବିତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ । କାହିଁକି ଅରବିନ୍ଦଙ୍କୁ ଦଳରୁ ନିଲମ୍ବିତ କରାଗଲା ତାହାକୁ ନେଇ ଜବାବ ଜାଣିବାକୁ ଆସିଛନ୍ତି ସମର୍ଥକ । ପାଟକୁରାକୁ ନ୍ୟାୟ ଦିଅ ବୋଲି ସମର୍ଥକ ମାନେ କହିଛନ୍ତି ।…
ରାଜ୍ୟସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ସମାବେଶ-୨୦୨୬,
ଭୁବନେଶ୍ୱର : ବୁଧବାରଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ‘ରାଜ୍ୟସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ସମାବେଶ-୨୦୨୬ । ୨୧, ୨୨ ଓ ୨୩ ତାରିଖ ୩ ଦିନ ଧରି ମେଳା ଚାଲିବ । ଚଳିତବର୍ଷ ଆକର୍ଷଣ ପାଲଟିବ ହରିଆଣାର ବାହୁବଳୀ 'ସୁରବୀର' ଓ 'ଇନ୍ଦର' ମଇଁଷି ଷଣ୍ଢ । ଡଗ ସୋ ବି ଅନ୍ୟତମ ଆକର୍ଷଣ…
ସୁଭଦ୍ରା କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ନୂଆ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା
ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ନୂଆ ହିତାଧିକାରୀଙ୍କୁ ମିଳିବି ପ୍ରଥମ କିସ୍ତି। ଆସନ୍ତା ୧୮ ତାରିଖ ସୁଦ୍ଧା ବ୍ୟାଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଜାନୁଆରୀ ୧୮ ତାରିଖ ସୁଦ୍ଧା ସାଢେ ୪ ଲକ୍ଷରୁ…
ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ।
ଭୁବନେଶ୍ବର : ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବିବାହ ପୂର୍ବରୁ ପରିବାର ଲୋକ ଝିଅର ସ୍ବୀକୃତି ନେବା ଜରୁରୀ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ କର୍ପସ’ ପିଟିସନ୍ର…
ଶ୍ରୀ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ “ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧” ପ୍ରଦାନ କରାଯିବ।
ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶ୍ରୀ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ “ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧” ପ୍ରଦାନ କରାଯିବ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାମଗ୍ରିକ ସାହିତ୍ୟ କୃତି,…
ଲୋକସେବା ଭବନ ଭିତ୍ତିପ୍ରସ୍ତର ସ୍ଥାପନ ।
ଭୁବନେଶ୍ଵର: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିଲା ଭିତ୍ତିପ୍ରସ୍ତର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଏବଂ ନୂଆ ବିଧାନସଭା । ସରକାର ଏଥିଲାଗି ୩ ହଜାର ୬୨୩ କୋଟି ଟଙ୍କା ଖର୍ଚ୍ଚ କରିବେ । ୭୧.୧୩ ଏକର ଜମିରେ ନୂଆ…
ଶିକ୍ଷାନୁଷ୍ଠାନରେ ଶୁଭିଲା ବନ୍ଦେ ମାତରମ୍
ଭୁବନେଶ୍ବର : ଶିକ୍ଷାନୁଷ୍ଠାନରେ ଶୁଭିଲା ବନ୍ଦେ ମାତରମ୍। ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି। ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଭାବେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଗାନ…