Browsing Category

ରାଜ୍ୟ

ସ୍ମାର୍ଟସିଟି ମିଶନ ଭଳି ଓଡ଼ିଶା ସରକାର ନୂଆ କାର୍ଯ୍ୟକ୍ରମ ଭାବେ ମୁଖ୍ୟମନ୍ତ୍ରୀ ସ୍ମାର୍ଟସିଟି ମିଶନ

ଭୁବନେଶ୍ୱର : ଭାରତ ସରକାରଙ୍କ ସ୍ମାର୍ଟସିଟି ମିଶନ ଭଳି ଓଡ଼ିଶା ସରକାର ନୂଆ କାର୍ଯ୍ୟକ୍ରମ ଭାବେ ମୁଖ୍ୟମନ୍ତ୍ରୀ ସ୍ମାର୍ଟସିଟି ମିଶନ ଆରମ୍ଭ କରିଛନ୍ତି। ଏହା ଜରିଆରେ ରାଜ୍ୟର ପ୍ରମୁଖ ସହରଗୁଡ଼ିକରେ ସ୍ମାର୍ଟସିଟି ଭଳି ସୁବିଧା ଉପଲବ୍ଧ କରାଯିବ। ଭୁବନେଶ୍ବର, ରାଉରକେଲା ଭଳି ରାଜ୍ୟର ଟିୟର୍-୨…

ରାଜ୍ୟରେ ପ୍ରତିଷ୍ଠା ହେବ ୪ଟି ନୂଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ରାଜ୍ୟ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ଏଥର ବଜେଟରେ…

ଓପିଏସସି ପକ୍ଷରୁ ଐତିହାସିକ ନିଷ୍ପତ୍ତି: OCS ଫର୍ମରେ ଯୋଡ଼ିହେଲା ତୃତୀୟ ଲିଙ୍ଗ

ଭୁବନେଶ୍ୱର : ଓପିଏସସି ପକ୍ଷରୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି।  ଓସିଏସ ପରୀକ୍ଷା ଆବେଦନ ଫର୍ମରେ ଯୋଡିହୋଇଛି ତୃତୀୟ ଲିଙ୍ଗ ବିକଳ୍ପ । ଓଡିଶାରେ ସିଭିଲ ସର୍ଭିସ ପରୀକ୍ଷା -୨୦୨୫ ବିଜ୍ଞପ୍ତିରେ ସଂଶୋଧନ କରାଯାଇଛି । ମାର୍ଚ୍ଚ ୭ ତାରିଖ ଓସିଏସ ପରୀକ୍ଷା ଆବେଦନର ଶେଷ ତାରିଖ ।…

ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ପୂର୍ବ ଭାରତ ମହାସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଆସନ୍ତା ୨୪ଘଣ୍ଟା ମଧ୍ୟରେ ଶ୍ରୀଲଙ୍କାରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ସୃ‌ଷ୍ଟ ଲଘୁଚାପ…

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ମୁଁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍…

ଅଧ୍ୟାପକଙ୍କୁ ୟୁଜିସି ହାରରେ ଦରମା ପ୍ରଦାନ ପାଇଁ ରାଜ୍ୟ ଶିକ୍ଷା ନିର୍ଦେଶକ ବିଧିବଦ୍ଧ ନିଷ୍ପତ୍ତି ନେବାକୁ…

 ନୂଆଦିଲ୍ଲୀ : ଅଧ୍ୟାପକଙ୍କୁ ୟୁଜିସି ହାରରେ ଦରମା ପ୍ରଦାନ ପାଇଁ ରାଜ୍ୟ ଶିକ୍ଷା ନିର୍ଦେଶକ ବିଧିବଦ୍ଧ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ବିଚାରପତି ଜେ.କେ ମାହେଶ୍ବରୀ ଓ ଅତୁଲ ଏସ ଚନ୍ଦୁର୍କରଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। ଓଡ଼ିଶା…

ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ନୂତନଭାବେ ଯୋଗଦେଇଥିବା ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପାଇଁ…

ଭୁବନେଶ୍ବର : ଆଜି କିଟ୍ ବିଶ୍ୱବିଦ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ନୂତନଭାବେ ଯୋଗଦେଇଥିବା ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପାଇଁ ଆରମ୍ଭ ହେଲା ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଏକ ମାସ ଧରି ଚାଲିବ। ଏହି ପ୍ରଶିକ୍ଷଣ…

ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଟ୍ବିନସିଟିରେ ଘନ କୁହୁଡ଼ି

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଟ୍ବିନସିଟିରେ ଘନ କୁହୁଡ଼ି। ସକାଳୁ ସକାଳୁ ଭୁବନେଶ୍ୱର ଓ କଟକରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ପ୍ରବଳ କୁହୁଡିରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଥିଲା। ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ କ୍ଷମତା ଶୂନ ରହିଛି। ରାସ୍ତାଘାଟ…

୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ବର : ଚଳିତ ମାସ ୧୭ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ହେବ। ପୂର୍ବାହ୍ଣ ସାଢେ ୧୧ଟାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, ସରକାରୀ ମୁଖ୍ୟ…

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

ଭୁବନେଶ୍ୱର : ଓମ୍ଫେଡ୍। ଓଡିଆ ଅସ୍ମିତାର ପ୍ରତୀକ। ଶୁଦ୍ଧତାର ନିଦର୍ଶନ। ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀଙ୍କର କଠୋର ପରିଶ୍ରମର ଫଳ। ଏହା ପୁଣି ଥରେ ପ୍ରମାଣିତ ହୋଇଛି। ପବିତ୍ର ଜାଗର ଯାତ୍ରା ଅବସରରେ ଓମ୍ଫେଡ୍ ୧୨ ହାଜାର ଲିଟରରୁ ଅଧିକ ଘିଅ ବିକ୍ରି କରିଛି। ଗୋଟିଏ ଦିନରେ ଏତେ ପରିମାଣର ଘିଅ ବିକ୍ରି…