Browsing Category

ରାଜ୍ୟ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର: ସ୍ଥାନୀୟ ଜନତା ମଇଦାନ ଠାରେ ଅନୁଷ୍ଠିତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଠ ଅତିଥି ମାନଙ୍କ ଦ୍ୱାରା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଉତ୍ସବ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସ୍ୱତନ୍ତ୍ର ଓଡିଶା ପ୍ରଦେଶ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଉଦଘାଟିତ: ସମ୍ବର୍ଦ୍ଧିତ ହେଲେ ବାଣପୁର ମଣ୍ଡଳର ସମସ୍ତ କବି ଓ ଲେଖକ

ବାଣପୁର : ଭାରତବର୍ଷର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଆମ ଓଡ଼ିଶା ର ଶାସ୍ତ୍ରୀୟ ମାନ୍ୟତା ଲାଭ କରିଥିବା ପ୍ରାଚୀନ ଭାଷା ମଧ୍ୟରୁ ଅନ୍ୟତମ। ଆମ ପ୍ରିୟ ମାତୃଭାଷା ଓଡ଼ିଆ ଭାଷାର “ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ” ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଅକ୍ଷର ଧାମଠାରେ ମୁଖ୍ୟମନ୍ତ୍ରୀ…

ଓଡ଼ିଶାର ବିକାଶ ପାଇଁ ବାଧକ ହେବନି ଅର୍ଥ – ପ୍ରଧାନମନ୍ତ୍ରୀ

ଡେସ୍କ: ଦିନିକିଆ ଓଡିଶା ଗସ୍ତରେ ଆସି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଓଡ଼ିଶାର ବିକାଶରେ କେବେବି ଅର୍ଥ ବାଧକ ହେବ ନାହିଁ। ପ୍ରଧାନମନ୍ତ୍ରୀ ଆଜି ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିଛନ୍ତି। ଶ୍ରୀ ମୋଦୀ ଅନେକ ଶକ୍ତି, ସଡକ ଏବଂ ରେଳ…

ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ -୨୦୨୪

ଭୁବନେଶ୍ୱର:  ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନ ଠାରେ ଆୟୋଜିତ ହେଉଥିବା ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନ କନଭେନସନ ସେଣ୍ଟର ସମ୍ମିଳନୀ କକ୍ଷରେ ଓଡିଆ ଭାଷା, ସାହିତ୍ଯ ଓ ସଂସ୍କୃତି ବିଭାଗ ମନ୍ତ୍ରୀ  ଅଶ୍ଵିନୀ…

ଶିକ୍ଷାର ଉତ୍ସବ-‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’, ୧୬ଟି ବିଭାଗରେ ଦିଆଗଲା ମୋଟ ୭୫୧୯ଟି ପୁରସ୍କାର

ଭୁବନେଶ୍ୱର :ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫-ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି,…

ସବୁ ଜିଲାରୁ ଭକ୍ତଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ଦର୍ଶନ ବ୍ୟବସ୍ଥା

ଭୁବନେଶ୍ବର: ଶ୍ରୀମନ୍ଦିର ପ୍ରକଳ୍ପ ଲୋକାର୍ପଣ ପରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ ଏହି ପ୍ରକଳ୍ପର ସୁନ୍ଦର ଅନୁଭବ ଦେବା ପାଇଁ ରାଜ୍ୟ ସରକାର ସବୁ ଜିଲାରୁ ଭକ୍ତମାନଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ଦର୍ଶନର ବ୍ୟବସ୍ଥା କରିଛନ୍ତି। ଆଜି ପ୍ରଥମ ଦିନରେ ୫ଟି ଜିଲ୍ଲାରୁ ପ୍ରାୟ ୧୦ ହଜାର ଶ୍ରଦ୍ଧାଳୁ…

ଆଦିବାସୀ ଜମି ବିକ୍ରୀ ପ୍ରସ୍ତାବ ପ୍ରତ୍ୟାହାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ସଂଶୋଧନକୁ ପ୍ରତ୍ୟାହାର ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗତ ନଭେମ୍ବରରେ ଏ ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିଥିଲା। ଆଦିବାସୀ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ଆଇନ ସଂଶୋଧନ ପ୍ରସ୍ତାବ ଆସିଥିଲା। ରାଜ୍ୟ କ୍ୟାବିନେଟର ଏହି…

୫-ଟି ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ପଞ୍ଚମ ଦିନ, ୫ଟି ଜିଲାର ୩୪୩ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର : ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ କଳାହାଣ୍ଡି ଜିଲ୍ଲାର ୭୩ଟି…

ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ; ମିଳିଲା ୧,୧୩,୩୧,୦୦୦/- ଟଙ୍କାର ସହାୟତା

ଭୁବନେଶ୍ବର : ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ୟ୍ୟାଳୟ, ଭୁବନେଶ୍ୱର ଦ୍ବାରା ପରିଚାଳିତ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ,ବାଲିଅନ୍ତା ଓ ବାଲିପାଟଣା ବ୍ଲକ ଅଧିନରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ଏକ ସହାୟତା ଶିବିର ଗୀତଗୋବିନ୍ଦ ସଦନ,ଭୁବନେଶ୍ୱର ଠାରେ…

ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ

ନୂଆଦିଲ୍ଲୀ/ଭୁବନେଶ୍ୱର: ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡିଲା ଓଡିଶାର ପ୍ରଜ୍ଞାପନ ମେଢ । ୨୦୩୬ ମସିହା ସୁଦ୍ଧା ଓଡ଼ିଶାକୁ ଦେଶର ସର୍ବାଙ୍ଗୀନ ବିକଶିତ ରାଜ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଓ ପଦକ୍ଷେପ ଏବଂ ଦେଶର ଅର୍ଥନୈତିକ…