Browsing Category

ରାଜ୍ୟ

ପରିବା ଓ ପିଆଜ ପରେ ଏବେ ଖାଉଟିଙ୍କ ଉପରେ ଚିନି ମାଡ଼।

ଭୁବନେଶ୍ୱର: କନ୍ଦାଉଛି ପିଆଜ, ଡରାଉଛି ଚିନି। ମିଠା ଚିନିକୁ କିଣିବାକୁ ଖାଉଟିଙ୍କୁ ଲାଗୁଛି ପିତା। କାରଣ ଏଇ କିଛି ଦିନ ଭିତରେ ଚିନିର ଦର ଆକାଶଛୁଆଁ। ମାସେ ତଳେ ରାଜ୍ୟର ଖୋଲା ବଜାରରେ ରୋଷେଇ ଘରର ଏ ଅନ୍ୟତ୍ୟମ ଅତ୍ୟାବଶ୍ୟକ ସାମଗ୍ରୀର କିଲୋ ପ୍ରତି ଦର ଥିଲା ୪୦ରୁ ୪୫ ଟଙ୍କା। କିନ୍ତୁ ଏବେ…

ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀ ନଦୀରେ ତୃତୀୟ ବନ୍ୟା :ଆଳି ଧୋୟା ଅଞ୍ଚଳର ୧୦ଟି ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଭୁବନେଶ୍ୱର : ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀ ନଦୀରେ ତୃତୀୟ ବନ୍ୟା। ପାଣି ଘେରରେ ୧୬ ପଞ୍ଚାୟତ। ହୁଲି ଡଙ୍ଗା ହିଁ ଭରସା। କେନ୍ଦ୍ରାପଡା ଜିଲ୍ଲା ଆଳିର ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀ ନଦୀରେ ବନ୍ୟା ଆସି ୧୬ ପଞ୍ଚାୟତ ଜଳମଗ୍ନ ହୋଇଛି। ଆଳି ଧୋୟା ଅଞ୍ଚଳର ୧୦ଟି ପଞ୍ଚାୟତ ବାହ୍ୟ ଜଗତରୁ…

ବଢ଼ିଲା ବନ୍ୟା ବିତ୍ପାତ ; ବ୍ରାହ୍ମଣୀରେ ବନ୍ୟା, ଖସୁନି ବୈତରଣୀ

ଭୁବନେଶ୍ବର : ଆଗକୁ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ନେଇ ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ଆସନ୍ତା ୨ଦିନ ଗୁରୁତ୍ବପୂର୍ଣ୍ଣ। ଏହି ତିନି ଜିଲାରେ ବନ୍ୟାସ୍ଥିତି ଅନୁଧ୍ୟାନ ଓ ପରିଚାଳନାରେ ସମ୍ପୃକ୍ତ ଜିଲାର ଜିଲାପାଳଙ୍କ ପରାମର୍ଶ ଓ ସହଯୋଗ କରିବା ପାଇଁ ରାଜ୍ୟ ସରକାର ୩ଜଣ…

ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ବୁଧବାର ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି…

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା ଦିଆଯିବ

ଭୁବନେଶ୍ବର: ଚଳିତ ବନ୍ୟା ପରିସ୍ଥିତିରେ ପ୍ରଭାବିତ ପ୍ରତ୍ୟେକ ପରିବାରଙ୍କ ପାଖରେ ରାଜ୍ୟ ସରକାର ଦୃଢ଼ତାର ସହ ଛିଡ଼ା ହୋଇଛନ୍ତି। ବନ୍ୟା ମୁକାବିଲା, ଉଦ୍ଧାର, ରିଲିଫ୍ ଓ ପୁନର୍ବାସ କାର୍ଯ୍ୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ…

ବନ୍ୟା ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା

ଭୁବନେଶ୍ୱର: ନଦୀର ଜଳସ୍ତର ଧୀରେ ଧୀରେ କମୁଥିଲେ ମଧ୍ୟ ବନ୍ୟା ବିପନ୍ନଙ୍କ ଦୁଃଖ କମିନାହିଁ। ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବନ୍ୟା ସ୍ଥିତିରେ ସୁଧାର ଆସୁଥିଲେ ହେଁ ପ୍ରକୃତିର ତାଣ୍ଡବ ଛାଡ଼ିଯାଇଛି ଉଜୁଡ଼ା ସଂସାର, ନଷ୍ଟ ହୋଇଥିବା ଜୀବିକା ଏବଂ ଅନିଶ୍ଚିତ ଭବିଷ୍ୟତର କରୁଣ ଚିତ୍ର। ଦୁଇ…

ବନ୍ୟା ପାଇଁ କେନ୍ଦ୍ରର ଆର୍ଥିକ ସହାୟତା ,ଓଡିଶାକୁ ୫୦୦ କୋଟିର ରାଶି ଘୋଷଣା

ଭୁବନେଶ୍ୱର: ଶର ବିଭିନ୍ନ ରାଜ୍ୟରେ ଜାରି ରହିଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବନ୍ୟା ପ୍ରଭାବିତ ରାଜ୍ୟକୁ କେନ୍ଦ୍ର ସରକାର ଅର୍ଥିକ ସହାୟତା ଜାରି କରିଛନ୍ତି। କେନ୍ଦ୍ର ଗୃହ ତଥା ସହକାରିତା ମନ୍ତ୍ରୀ ଅମିତ ଶାହ ‘ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ରାଜ୍ୟର ୫ଟି ଜିଲ୍ଲାର ୧୨ଟିରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଉପସ୍ଥିତ…

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷାଜନିତ ସୃଷ୍ଟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟସରକାର ତଥା…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର : ସାରା ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା। ଚାରିଆଡେ ଖାଲି ପାଣି ଆଉ ପାଣି। ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ। ମହାନଦୀ ଅବାହିକାରେ ବନ୍ୟା ଆଶଙ୍କା…