Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଧାମନଗର ଉପନିର୍ବାଚନ
ଭଦ୍ରକ: ଧାମନଗର ଉପନିର୍ବାଚନର ଦ୍ବିତୀୟ ରାଉଣ୍ଡର ଗଣତିରେ ବି ବିଜେପି ପ୍ରାର୍ଥୀ ଆଗୁଆ ଥିବାର ସୂଚନା ରହିଛି। ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୬୧୦ରୁ ଅଧିକ ଭୋଟରେ ଆଗୁଆ ଅଛନ୍ତି। ବିଜେପିର ସୂର୍ଯ୍ୟବଂଶୀ ସୂରଜ ଦ୍ଵିତୀୟ ରାଉଣ୍ଡ ସୁଦ୍ଧା ୧୩୭୯ ଖଣ୍ଡ ଭୋଟରେ ଆଗୁଆ ଥିବା ଜଣାଯାଇଛି।…
ବଦଳିବ ସ୍ବାସ୍ଥ୍ୟ ଭିତ୍ତିଭୂମି: ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଲେ ରାଜ୍ୟ ସରକାର; ନିର୍ମାଣ ହେବ ୩୩୮ ଡାକ୍ତରଖାନା ଓ…
ଭୁବନେଶ୍ବର: ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ଆସିବ। ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଲୋକଙ୍କୁ ସହଜରେ ସ୍ବାସ୍ଥ୍ୟ ସେବା ମିଳିବ। ଉପାନ୍ତ ଓ ଦୁର୍ଗମ ଅଞ୍ଚଳରେ ଥିବା ଅସୁବିଧାକୁ ଦୂର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏଥି ପାଇଁ ସରକାର ଆଗାମୀ…
ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ ନିୟନ୍ତ୍ରଣରେ ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୩ ଜଣ। ସଂଗରୋଧ କେନ୍ଦ୍ରରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା…
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ ଉଦଘାଟିତ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଓସେପାର ମିଳିତ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଭୁବନେଶ୍ୱରରେ ଉଦଘାଟିତ ହୋଇଯାଇଛିା ଏହି ଅବସରରେ ବିଦ୍ୟାଳୟ ଓ…
ହାଇସିକ୍ୟୁରିଟି ନମ୍ବର ପ୍ଲେଟ ନେଇ ନୂଆ ନିୟମ: ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଦେବାକୁ ପଡ଼ିବନି ଜରିମାନା
ଭୁବନେଶ୍ୱର: ହାଇସିକ୍ୟୁରିଟି ନମ୍ବର ପ୍ଲେଟ ନେଇ ନୂଆ ନିୟମ ଘୋଷଣା କରାଯାଇଛି। ତାହା ଅନୁଯାୟୀ, ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ କୌଣସି ଜରିମାନା ଦେବାକୁ ପଡ଼ିବନାହିଁ। ଚେକିଂ ବେଳେ ଅନଲାଇନ ବୁକିଂ ସ୍ଲିପ୍ ଦେଖାଇଲେ ଜରିମାନାରୁ ବର୍ତ୍ତିପାରିବେ ଗାଡ଼ି ମାଲିକ ବା ଚାଳକ।ରାଜ୍ୟ…